March 8, 2026

ଜନଗଣନା ନେଇ ଆଜି ପ୍ରକାଶ ପାଇବ ବିଦ୍ଧିବଦ୍ଧ ବିଜ୍ଞପ୍ତି

IMG-20250616-WA0019
Share

ଜନଗଣନା ନେଇ ଆଜି ପ୍ରକାଶ ପାଇବ ବିଦ୍ଧିବଦ୍ଧ ବିଜ୍ଞପ୍ତି । ପ୍ରସ୍ତୁତି ନେଇ ଗୃହମନ୍ତ୍ରୀ ଅମିତ ଶାହାଙ୍କର ଗୁରୁତ୍ବପୂଣ୍ଣ ବୈଠକ । ଦୁଇଟି ପର୍ଯ୍ୟାୟରେ ହେବ ଜନଗଣନା । ଜନଗଗଣନା ପାଇଁ ଦେଶବ୍ୟାପୀ ୩୪ ଲକ୍ଷ ଗଣନାକାରୀ ଏବଂ ୧.୩ ଲକ୍ଷ କର୍ମକର୍ତ୍ତାଙ୍କୁ କରାଯିବ ନିୟୋଜିତ । ସ୍ବାଧୀନ ଭାରତରେ ଏହା ହେଉଛି ୧୬ ତମ ଜନଗଣନା । ଶେଷ ଥର ପାଇଁ ୨୦୧୧ରେ ହୋଇଥିଲା ଜନଗଣାନା ।

 

 

୨୦୨୭ ମାର୍ଚ୍ଚ ୧ ତାରିଖରୁ ଦେଶରେ ଜାତିଭିତ୍ତିକ ଜନଗଣନା ଆରମ୍ଭ ହେବ ଏବଂ ୨୦୨୬ ଅକ୍ଟୋବରରୁ କେନ୍ଦ୍ର ଶାସିତ ଅଞ୍ଚଳରେ ହେବ ଜନଗଣନା । ଦୀର୍ଘ ୧୭ ବର୍ଷ ପରେ ଦେଶରେ ଆରମ୍ଭ ହେବ ଜାତି ଭିତ୍ତିକ ଜନଗଣନା । ଦୁଇଟି ପର୍ଯ୍ୟାୟରେ ହେବ ଜନଗଣନା । ୨୦୨୭ ମାର୍ଚ୍ଚ ୧ ତାରିଖରୁ ଦେଶରେ ଜାତିଭିତ୍ତିକ ଜନଗଣନା ଆରମ୍ଭ ହେବ । ୨୦୨୬ ଅକ୍ଟୋବରରୁ କେନ୍ଦ୍ର ଶାସିତ ଅଞ୍ଚଳରେ ହେବ ଜନଗଣନା । ଦୀର୍ଘ ୧୭ ବର୍ଷ ପରେ ଦେଶରେ ଆରମ୍ଭ ହେବ ଜାତିଭିତ୍ତିକ ଜନଗଣନା । ଦୁଇଟି ପର୍ଯ୍ୟାୟରେ ହେବ ଜନଗଣନା ।