November 26, 2024

Day: August 16, 2024

କୁଜଙ୍ଗ ବ୍ଲକରେ ସ୍ଵାଧୀନତା ଦିବସ ପାଳନ ..

ସାରାଦେଶରେ ସ୍ଵାଧୀନତା ଦିବସ ଅବସରରେ ହରଘର ତିରଙ୍ଗା ପାଳନ କରୁଥିବା ବେଳେ ଆଜି କୁଜଙ୍ଗ ବ୍ଳକ ପରିସରରେ ୭୮ତମ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି।ଏହି ୭୮ତମ ସ୍ଵାଧୀନତା...

ନବରଙ୍ଗପୁର ଠାରେ ଜାତୀୟ ସ୍ତର ର ଇଣ୍ଡୋର ଷ୍ଟାଡିଅମ ନିର୍ମାଣ ନିମନ୍ତେ ଦାବି ପତ୍ର ପ୍ରଦାନ…..

    ନବରଙ୍ଗପୁର : -(ଏମ୍.ଦିନା°ଶୁ ଆଚାରୀ) ଓଡିଶା ସରକାର ଙ୍କ ଶିକ୍ଷା, କ୍ରୀଡା ଓ ଯୁବ ସେବା, ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟଵଂଶୀ...

ନବରଙ୍ଗପୁର ଠାରେ ଜାତୀୟ ସ୍ତର ର ଇଣ୍ଡୋର ଷ୍ଟାଡିଅମ ନିର୍ମାଣ ନିମନ୍ତେ ଦାବି ପତ୍ର ପ୍ରଦାନ…..

    ନବରଙ୍ଗପୁର : -(ଏମ୍.ଦିନା°ଶୁ ଆଚାରୀ) ଓଡିଶା ସରକାର ଙ୍କ ଶିକ୍ଷା, କ୍ରୀଡା ଓ ଯୁବ ସେବା, ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟଵଂଶୀ...

ନବରଙ୍ଗପୁର ମାଁ ଭଣ୍ଡାର ଘରଣୀ ମନ୍ଦିର, ଜଗନ୍ନାଥପୁର ର ପୁନଃନିର୍ମାଣ ପାଇଁ ସଂସ୍କୃତି ମନ୍ତ୍ରୀ ଙ୍କୁ ଭେଟିଲେ ଯୁବ ଆଇନଜୀଵୀ…….

    ନବରଙ୍ଗପୁର:-(ଏମ୍.ଦିନା°ଶୁ ଆଚାରୀ) ରାଜ୍ୟ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଙ୍କୁ ଭେଟି ଜଗନ୍ନାଥପୁର ସ୍ଥିତ ମାଁ ଭଣ୍ଡାର ଘରଣୀ ମନ୍ଦିରର ପୁନଃନିର୍ମାଣ ପାଇଁ...

ଘରେ ଘରେ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ

ଗୁଣପୁର -(ସୁରେନ୍ଦ୍ର ମହାନ୍ତି )ତା:୧୬-୦୮-୨୦୨୪ ସ୍ୱାଧୀନତାର ୭୮ବର୍ଷ ପାଳନ ଅବସରରେ ଗୁଣପୁର ବ୍ଲକ ତରଫରୁ ଘରେ ଘରେ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ...

ସୂଂକାନିପେଟାରେ ଅଡୁବନ୍ଧ ଭାଙ୍ଗିବାରୁ ଚିନ୍ତାରେ ଚାଷୀ 

    କାଶୀନଗର ତା 16/8/24 କାଶୀନଗର ବ୍ଲକ ଅନ୍ତର୍ଗତ ଶିଆଳି ଗ୍ରାମ ପଞ୍ଚାୟତ ଅଧିନସ୍ଥ ସୂଂକାନିପେଟା ଗ୍ରାମ ନିକଟରେ ଥିବା ଏକ ନାଳ ପାର୍ଶ୍ଵରେ ବନ୍ଧା...

ନବରଙ୍ଗପୁର ମହାବିଦ୍ୟାଳୟକୁ ଉଚ୍ଚ ଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ପରିଦର୍ଶନ..

ନବରଙ୍ଗପୁର:-(ଏମ୍.ଦିନା°ଶୁ ଆଚାରୀ) ରାଜ୍ୟ ଉଚ୍ଚ ଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ନବରଙ୍ଗପୁର ମହାବିଦ୍ୟାଳୟ ପରିଦର୍ଶନ କରି ଛାତ୍ରଛାତ୍ରୀ ଓ ଅଧ୍ୟାପକ ଅଧ୍ୟାପିକାମାନଙ୍କ ସହ ଭାବ ବିନିମୟ...

ଜଙ୍ଗଲରୁ ନର କଙ୍କାଳ ଉଦ୍ଧାର , ପୋଲିସର ତଦନ୍ତ ଜାରି 

  ବୁଗୁଡା : ତା ୧୬/୦୮/୨୪ : ବୁଗୁଡା ବନାଞ୍ଚଳ ଅନ୍ତର୍ଗତ ବୁଦ୍ଧଖୋଲ ପାହାଡ଼କୁ ଲାଗିଥିବା ବାଙ୍କି ଜଙ୍ଗଲରୁ ଏକ ନର କଙ୍କାଳକୁ ଆଜି ପୋଲିସ ଉଦ୍ଧାର...

ଗଜପତି:- ଯୁବପିଢୀ ଦେଶ ପ୍ରେମରେ ନିଜକୁ ସାମିଲ କରିବା ଜରୁରୀ

  ପାରଳାଖେମୁଣ୍ଡି ସ୍ଥିତ ରାଜବାଟି ପରିସରରେ ଥିବା ୟୁ-ଟେକ୍ କମ୍ପ୍ୟୁଟର ଏଡୁକେଶନ ସେଣ୍ଟର୍ ଠାରେ ସେଣ୍ଟର ପକ୍ଷରୁ ୭୮ତମ ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି...

ଗଜପତି:- ମାନସିକ ଅନଗ୍ରସର “ନିୟତି” ସ୍କୁଲ୍ ରେ ୭୮ ତମ ସ୍ବାଧିନତା ଦିବସ ବହୁ ଆଡମ୍ବର ସହିତ ପାଳିତ

  ---------------------------------------------- ନିୟତି ସ୍କୁଲ୍ ଅଧକ୍ଷା ସ୍ୱେହଲତା ପାଣିଗ୍ରାହୀ ଙ୍କ ଅଧ୍ୟକ୍ଷତାରେ ସମ୍ପାଦିକା ଶ୍ରୀମତୀ ତନୁଜା ଶତପଥୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.