November 26, 2024

Day: September 16, 2024

ଶିଶୁଙ୍କ ଦକ୍ଷତା ବୃଦ୍ଧି ତାଲିମ 

  ଦେବଗଡ଼, ତା. ୧୬. ୦୯:ସ୍ବେଚ୍ଛାସେବୀ ଅନୁଷ୍ଠାନ ସିଡି ଓ କେଏନଏଚ ସହଯୋଗରେ ଢୋଲପଡ଼ା ଗ୍ରାମରେ ଶିଶୁମାନଙ୍କ ଦକ୍ଷତା ବୃଦ୍ଧିକୁ ନେଇ ଦୁଇଦିନିଆ ତାଲିମ କାର୍ଯ୍ୟକ୍ରମ ସ୍ନେହ...

ବୁଗୁଡ଼ାରେ ଦେବଶିଳ୍ପୀ ବିଶ୍ବକର୍ମାଙ୍କ ପୂଜା ଅନୁଷ୍ଠିତ

ବୁଗୁଡ଼ାରେ ଦେବଶିଳ୍ପୀ ବିଶ୍ବକର୍ମାଙ୍କ ପୂଜା ଅନୁଷ୍ଠିତ ବୁଗୁଡା : ତା ୧୬/୦୯/୨୪ : ବୁଗୁଡ଼ା ଅଞ୍ଚଳର ବିଭିନ୍ନ କାର୍ଯାଳୟ ଏବଂ ପ୍ରତିଷ୍ଠାନରେ ଦେବଶିଳ୍ପୀ ବିଶ୍ବକର୍ମାଙ୍କ ପୂଜା ମହା...

ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘର ସାଙ୍ଗଠନିକ ସମ୍ପ୍ରସାରଣ* 

  ବେଲଗୁଣ୍ଠା,16/09, ଆଜି ବେଲଗୁଣ୍ଠା ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ସଭାପତି ମୃତ୍ୟୁଞ୍ଜୟ ପଣ୍ଡାଙ୍କ ଅଧ୍ୟକ୍ଷତାରେ ସଂଘର ଏକ ଗୁରୁତ୍ୱପୂର୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି...

ମୋହନା ବ୍ଲକରେ ସୁଭଦ୍ରା ଯୋଜନା ଲୋକାର୍ପଣ ଉତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ …

ଗଜପତି ଜିଲ୍ଲା ମୋହନା ବ୍ଲକ କାର୍ଯ୍ୟାଳୟ ପରିସର ସମ୍ମିଳନୀ କକ୍ଷ ରେ ସ୍ଥାନୀୟ ଗୋଷ୍ଟି ଉନ୍ନୟନ ଅଧିକାରୀ ରାଜୀବ ଦାସ ନିଜ ସହକର୍ମୀ ମାନଙ୍କୁ ନେଇ ଏକ...

ଚିତ୍ରାଙ୍କନ ପ୍ରତିଯୋଗିତାରେ ପୁରସ୍କାର ବିତରଣ ଉତ୍ସବ 

  ସମ୍ବଲପୁର: ନୂଆଖାଇ ଭେଟଘାଟ ଅବସରରେ ଶ୍ରୀ ଅଶୋକ ମହାରଣା, ହୀରାକୁଦଙ୍କ ପ୍ରଯୋଜନାରେ ଏକ ଚିତ୍ରାଙ୍କନ ପ୍ରତିଯୋଗିତାରେ ସ୍ଥାନୀୟ ସୁଭାଷ ମଇଦାନ ଠାରେ ଅନୁଷ୍ଠିତ ହୋଇଯାଇଅଛି ।...

ମାଣ୍ଡିଆପଲ୍ଲୀସ୍ଥିତ ପ୍ରେମ୍‌‍ କାର୍ଯ୍ୟାଳୟରେ ହେପି ଓନାମ୍‌‍ ଦିବସ

  ଗଜପତି ---ମାଣ୍ଡିଆପଲ୍ଲୀସ୍ଥିତ ପ୍ରେମ୍‌‍ କାର୍ଯ୍ୟାଳୟରେ ସମାଜରେ ମାନବିକତା, ସମତା ଓ ପ୍ରେମ ପ୍ରତିଷ୍ଠାର ପ୍ରତୀକ ସୁନିଆଁଙ୍କ ବାମନ ଜନ୍ମ ଓ 1432 ସାଲ ପ୍ରବେଶ ପାଳନ...

ଗଜପତି:- ପାରଳାଖେମୁଣ୍ଡି ଠାରେ ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀର ୨ ଦିନିଆ ରାଜ୍ୟ ସ୍ତରୀୟ ସମାରୋହ କାର୍ଯ୍ୟକ୍ରମ କରାଯିବା ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ  …

ଗଜପତି:- ପାରଳାଖେମୁଣ୍ଡି ଠାରେ ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀର ୨ ଦିନିଆ ରାଜ୍ୟ ସ୍ତରୀୟ ସମାରୋହ କାର୍ଯ୍ୟକ୍ରମ କରାଯିବା ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ------------------------------------------- ପାରଳାଖେମୁଣ୍ଡି...

ଆଜି ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର

      ପାରଳାଖେମୁଣ୍ଡି, ଆଜି ଗଜପତି ଜିଲ୍ଲାର  ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର (ନିଶାନ ଶାଲୋମ ଚିଲ୍ଡ୍ରେନ ହୋମ) ରଣିପେଟାଠାରେ ଥିବା ସରକାରୀ ଗୃହରେ “ଗୃହ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.