March 9, 2026

ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳରେ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ

yfyufuyfuj
Share


ବୁଗୁଡ଼ା ବଡ଼ଦାଣ୍ଡ ଠାରେ ବିଜ୍ଞାପିତ ଅଞ୍ଚଳ ପରିଷଦ ବୁଗୁଡ଼ାର ୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ ହୋଇଯାଇଛି।ମାନ୍ୟବର ଗୃହ ଉନ୍ନୟନ ନଗର ମନ୍ତ୍ରୀ ଶ୍ରୀମତୀ ଉଷାରାଣୀ ଦେବି ଏବଂ ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିବା ବେଳେ ବହୁ ବିଶିଷ୍ଟ ଅତିଥି ଉପସ୍ଥିତ ରହି ଉତ୍ସବ କୁ ପାଳନ କରିଛନ୍ତି।