ଇଂରାଜୀ ନବ ବର୍ଷ ୨୦୨୬ ଉପଲକ୍ଷେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବାକୁ ଲକ୍ଷାଧିକ ଭକ୍ତଙ୍କ ପୁରୀକୁ ଆସିବାର ସମ୍ଭାବନା ରହିଛି ।
ଭୁବନେଶ୍ୱର ( ଦେବାଶିଷ ଦାଶ ) ଭକ୍ତଙ୍କ ସୁରକ୍ଷା, ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ, ମନ୍ଦିର ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥାର ସୁସମନ୍ୱୟ ଓ ସୁପରିଚାଳନା ଉପରେ ଆଜି...
