April 19, 2025
Share

*🌹🌼👉ମହାବୀର ପଞ୍ଜିକା👈🌼🌹*

*✧═════•❁❀❁•═════✧*

*ଅଦ୍ୟ ଜୁନ ମାସ ୧୭ ତାରିଖ ୨୦୨୩ ମସିହା(ଶନିବାର)*

*ଶକାବ୍ଦ -୧୯୪୫*

*ସମ୍ବତ -୨୦୮୦*

*ଦିଲ୍ଲୀସ୍ୱରାଦ୍ଧ-୧୪୩୦*

*ସମ୍ବତ୍ସର-କପିଳ*

*ଆଷାଢ଼ମାସ-କୃଷ୍ଣପକ୍ଷ*

*ତିଥି- ଚତୁର୍ଦ୍ଦଶୀ ଦିବା ଘ୦୯/୦୦ ପର୍ୟ୍ୟନ୍ତ ତଦନ୍ତେ ଅମାବାସ୍ୟା*

*ନକ୍ଷତ୍ର- ରୋହିଣୀ ଦିବା ଘ୦୪/୫୬ ପର୍ୟ୍ୟନ୍ତ ତଦନ୍ତେ ମୂର୍ଗଶିରା*

*ଚନ୍ଦ୍ର- ବୃଷ ଘ୦୨/୦୬ ପର୍ୟ୍ୟନ୍ତ ତଦନ୍ତେ ମିଥୁନ*

*ଯୋଗ- ଶୂଳ*

*କରଣ – ଶକୁନି*

*ସୌରମାସ- ମିଥୁନ ୦୩ ଦିନ*

*✧═════•❁❀❁•═════✧*

*ସୁର୍ୟୋଦୟ-ପ୍ରାତଃ ଘ୦୫/୧୧/୧୮*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୩/୩୧*

*✧═════•❁❀

*ଯୋଗିନୀ ପଶ୍ଚିମେ ଦିବା ଘ୦୯/୦୦ ପର୍ୟ୍ୟନ୍ତ ତଦନ୍ତେ ଐଶାନ୍ୟେ*

*ବିଛା ରାଶିର ଘାତଚନ୍ଦ୍ର*

*ବୃଷ,ସିଂହ ଓ କନ୍ୟା ରାଶିର ଘାତବାର*

*ଅମାବାସ୍ୟା ର ସମ୍ବତ୍ସାରିକ ଶ୍ରାଦ୍ଧ ମହାଳୟା ବିଧି ରେ ହେବ*

*ଅଦ୍ୟ ବସୁମତୀ ସ୍ନାନ*

✧═════•❁❀❁•═══

*କାଳବେଳା -ଘ୦୬/୫୦ ମଧ୍ୟେ ଓ ଘ୦୪/୪୪ ଗତେ ଘ୦୬/୪୫ ମଧ୍ୟେ*

*ବାରବେଳା – ଘ୦୧/୨୬ ଗତେ ଘ୦୩/୦୬ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୩/୦୭ ଗତେ ଘ୦୪/୪୩ମଧ୍ୟେ ଓ ରାତ୍ରି ଘ୦୭/୧୧ଗତେ ଘ୦୭/୫୮ ମଧ୍ୟେ*

*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୯/୧୧ ଗତେ ଘ୧୧/୩୫ ମଧ୍ୟେ*

═✧*══•❁❀❁•═════✧

*ଅଦ୍ୟ ବିରି ଦିବା ଘ୦୯/୦୦ ଗତେ ଆମିଷ ଭକ୍ଷଣ ନିଷେଧ*

*═✧*══•❁❀❁•═════✧

*ଡ:ବାୟୁନନ୍ଦନ ମିଶ୍ର*

*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*

*🌼🌹꧁ ଆଜିର ରାଶିଫଳ꧂🌹🌼*

*✧═════•❁❀❁•═════✧*

*🌹ମେଷ🌹👉: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ଧନଲାଭର ଯୋଗ ରହିଛି। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ସ୍ବାସ୍ଥ୍ୟ ବଢ଼ିଆ ରହିବ।**

*✧═════•❁❀❁•═════✧*

*🌹ବୃଷ🌹👉: ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।*

*✧═════•❁❀❁•═════✧*

*🌹ମିଥୁନ🌹👉: ଆଜି କିଛି ନୂଆ ଅନୁଭବ କରି‌େବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।*

*✧═════•❁❀❁•═════✧*

*🌹କର୍କଟ🌹👉: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।*

*✧═════•❁❀❁•═════✧*

*🌹ସି˚ହ🌹👉: ମାଆ ଦୁର୍ଗାଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।*

*✧═════•❁❀❁•═════✧*

*🌹କନ୍ୟା🌹👉: ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।*

*✧═════•❁❀❁•═════✧*

*🌹ତୁଳା🌹👉: ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।*

*✧═════•❁❀❁•═════✧*

*🌹ବିଛା🌹👉: ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନର ବାଟ ଫିଟିବ।*

*✧═════•❁❀❁•═════✧*

*🌹ଧନୁ🌹👉: ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।*

*✧═════•❁❀❁•═════✧*

*🌹ମକର🌹👉: ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିବ।*

*✧═════•❁❀❁•═════✧*

*🌹କୁମ୍ଭ🌹👉: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ।*

*✧═════•❁❀❁•═════✧*

*🌹ମୀନ🌹👉: ଆଧାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।*

*✧═════•❁❀❁•═════✧*

You may have missed