September 14, 2026

ପ୍ରଗତି ମହିଳା ସଙ୍ଗଠନ ଆନୁକୁଲ୍ୟରେ ସୌମ୍ୟାଶ୍ରୀଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

IMG-20250717-WA0069
Share

 

 

ପାରଳାଖେମୁଣ୍ଡି:୧୭/୭(ଗରୁଡ ଧ୍ଵଜ ଚୌଧୁରୀ ) ରାଜବାଟି ନିକଟରେ ପ୍ରଗତି ମହିଳା ସଙ୍ଗଠନ ଆନୁକୁଲ୍ୟରେ ସ୍ୱର୍ଗତା ସୌମ୍ୟାଶ୍ରୀଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି. ପାରଳାଖେମୁଣ୍ଡି ସହରର ବିଶିଷ୍ଟ ବ୍ୟକ୍ତିଙ୍କ ସମେତ ମହିଳାମାନେ ଏଥିରେ ଯୋଗଦେଇ ପ୍ରଦୀପ ପ୍ରଜ୍ଵଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରଗତିର ସଭାପତି କଳ୍ପନା ପଟ୍ଟନାୟକ ସମ୍ପାଦିକା ତନୁଜା ଶତପଥୀ, ଉପ ସଭାପତି ଲୋକନାଥ ମିଶ୍ର, ଇତିଶ୍ରୀ ମହାପାତ୍ର, ଡ.ଭାରତୀ ପାଣିଗ୍ରାହୀ, ମାନସୀ ପଣ୍ଡା, ପ୍ରଫୁଲ୍ଲ ବେବର୍ତ୍ତା, ଇପ୍ସିତା ପାଢୀ, ଡାକ୍ତର ମୁର୍ମୁ, ବିଚିତ୍ରାନନ୍ଦ ବେବର୍ତ୍ତା, ହରିମୋହନ ପଟ୍ଟନାୟକ, ରବିନ୍ଦ୍ର ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ।