April 27, 2026

ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ରାଷ୍ଟ୍ରୀୟ ପୋଷଣ ମାସ-୨୦୨୫ ପାଳିତ

IMG-20251017-WA0063
Share

 

ବେଲଗୁଣ୍ଠା, ୧୭/୧୦, ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁର ସ୍ଥିତ ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ଓଡିଆ ବିଭାଗୀୟ ମୁଖ୍ୟ ଅଧ୍ୟାପକ ସଂଜତ କୁମାର ଦାଶଙ୍କ ପୌରୋହିତ୍ୟରେ ରାଷ୍ଟ୍ରୀୟ ପୋଷଣ ମାସ- ୨୦୨୫ ହୋଇଯାଇଛି I ଏହି କାର୍ଯ୍ୟକ୍ରମକୁ ଜାତୀୟ ସେବା ଯୋଜନା ଅଧିକାରୀ ଅଧ୍ୟାପକ ସୀମାଞ୍ଚଳ ମହାନ୍ତି ସଂଯୋଜନା କରିଥିଲେ I କାର୍ଯ୍ୟକ୍ରମରେ ଜାତୀୟ ସେବା ଯୋଜନାର ସ୍ଵେଚ୍ଛାସେବୀ ଏବଂ ମଞ୍ଚାସୀନ ଅତିଥି ମାନେ ନିଜ ନିଜର ବକ୍ତବ୍ୟ ଉପସ୍ଥାପନ କରିଥିଲେ I କାର୍ଯ୍ୟକ୍ରମ ପରିଚାଳନାରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ସହଯୋଗ କରିଥିଲେ I

 

ବେଲଗୁଣ୍ଟା,ରିପୋଟର,ପଞ୍ଚାନନ,ସାହୁ