November 26, 2024

Day: September 19, 2024

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା , ୩ ଗୁରୁତର 

ବୁଗୁଡା : ବୁଗୁଡା ଥାନା ଅନ୍ତର୍ଗତ ତମ୍ବିରି ଗାଁ ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୩ ଜଣ ଗୁରୁତର ହୋଇ ବ୍ରହ୍ମପୁରକୁ ସ୍ଥାନାନ୍ତର...

ଗଜପତି:- ଜିଲ୍ଲାସ୍ତରୀୟ ୨ ଦିନିଆ ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା: ୨୦୨୪-୨୫ କାର୍ଯ୍ୟକ୍ରମ ଉଦଘାଟିତ ..

ଗଜପତି ଜିଲ୍ଲା ରାୟଗଡ଼ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଏବଂ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଏସଏସଡି) ଖେଳ ପଡିଆ ଠାରେ ଗଜପତି ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର...

ମହାନ କ୍ରାନ୍ତିକାରୀ ନେତା ସନାତନ….

ବୋଲଗଡ଼,(ଉପାନ୍ତ ଖବର):ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ସଂମପୁର ଗ୍ରାମର ସ୍ୱର୍ଗତ ସନାତନ ନାୟକ,ଜଣେ ଦକ୍ଷ ଚିକିତ୍ସକ ବିଶିଷ୍ଟ ସମାଜସେବୀ ହିସାବରେ ଯେତିକି ଲୋକ ଜାଣନ୍ତି ତା...

ବୀରମହାରାଜପୁର ମହାବିଦ୍ୟାଳୟରେ ବିଜ୍ଞାନ ବିଭାଗର ସ୍ବାଗତ ଓ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ

  ଉଲୁଣ୍ଡା - ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟ ରେ ବିଜ୍ଞାନ ବିଭାଗର ସ୍ବାଗତ ଓ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ...

ମୋଧାବୀ ଛାତ୍ର ଆଲୋକର ବିୟୋଗରେ ସହପାଠୀ ଓ ବିଦ୍ୟାଳୟ ତରଫରୁ ଶୋକ ଶୋଭାଯାତ୍ରା ।

  ବେଲଗୁଣ୍ଠା -୧୯/୯-ବେଲଗୁଣ୍ଠା ଅଳିଆ ସାହିର ସୁର୍ଯ୍ୟ ଜେନାଙ୍କ ପଢୁଆ ପୁଅ ତଥା ନୋଡାଲ୍ ଘୁମୁସର ବୈଷୟିକ ଉଚ୍ଚ ବିଦ୍ୟାଳୟର ଏନ୍.ସି.ସି ଲିଡର୍ ଦଶମ ଶ୍ରେଣୀ ଛାତ୍ର...

ଗାଙ୍ଗପୁର ବିବେକାନନ୍ଦ ଶିଶୁ ଶିକ୍ଷା ପ୍ରତିଷ୍ଠାନରେ ଜ୍ଞାନ ବିଜ୍ଞାନ ମେଳା

    ବେଲଗୁଣ୍ଠା,18/09, କୁନି କୁନି ଛାତ୍ରଛାତ୍ରୀଙ୍କ ମନରେ ବୈଜ୍ଞାନିକ ଚିନ୍ତାଧାରା ଏବଂ ସ୍କିଲ୍ ଇଣ୍ଡିଆର ଚିନ୍ତାଧାରା ଉଦ୍ରେକ କରିବାପାଇଁ ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁର ସ୍ଥିତ ବିବେକାନନ୍ଦ...

ବୀରମହାରାଜପୁର ବିଜୁ ଜନତା ଦଳ ପକ୍ଷରୁ ନୁଆଁଖାଇ ଭେଟଘାଟ ଓ ବନ୍ଧୁ ମିଳନ

  ଉଲୁଣ୍ଡା - ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ସ୍ଥାନୀୟ ବଜରଙ୍ଗ କଲ୍ୟାଣ ମଣ୍ଡପ ଠାରେ ନୁଆଁଖାଇ ଭେଟ ଓ ବନ୍ଧୁମିଳନ...

ନୂଆ ସରକାର ଗଠନର ୧୦୦ ଦିନ ପୂର୍ତ୍ତି ଅବସରରେ  ପୁରୀରେ ରାଜ୍ୟସ୍ତରୀୟ ଉତ୍ସବ

  ୧୦୦ ଦିନ ମଧ୍ୟରେ ସମସ୍ତ ପ୍ରମୁଖ ପ୍ରତିଶ୍ରୁତି ପାଳନ କରିଛୁ- ମୁଖ୍ୟମନ୍ତ୍ରୀ   ଆଗାମୀ ଦଶକ ହେବ ଭିତ୍ତିଭୂମି ନିର୍ମାଣର ଦଶକ   ଆଗାମୀ ୧୨...

ଏନ୍ଏସି ସେକ୍ଟର ସ୍ତରୀୟ ପୋଷଣ ମାସ ପାଳନ 

ବୁଗୁଡା : ତା ୧୯/୦୯/୨୪ : ସ୍ଥାନୀୟ କୃଷ୍ଣଶରଣପୁରସ୍ଥିତ ଅଙ୍ଗନଓ୍ବାଡି କେନ୍ଦ୍ରରେ ବୁଗୁଡା ଏନ୍ଏସି ସେକ୍ଟର ସ୍ତରୀୟ ପୋଷଣ ମାସ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ...

ବ୍ଲକଛକ ଗଜଲକ୍ଷ୍ମୀ ପୂଜା ଉପଲକ୍ଷେ ଶୁଭଖୁଣ୍ଟି ସ୍ଥାପନ 

  ବୁଗୁଡା : ତା ୧୯/୦୯/୨୪ : ଆଗାମୀ ଗଜଲକ୍ଷ୍ମୀ ପୂଜା ଉପଲକ୍ଷେ ସ୍ଥାନୀୟ ବ୍ଲକ ଛକ ଗଜଲକ୍ଷ୍ମୀ ପୂଜା କମିଟି ପକ୍ଷରୁ ଶୁଭଖୁଣ୍ଟି ସ୍ଥାପନ କାର୍ଯ୍ଯକ୍ରମ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.