November 26, 2024

Day: September 19, 2024

ପାରଳାଖେମୁଣ୍ଡି ସ୍ଥିତ ଟାଉନ ହଲ ଠାରେ ଜିଲ୍ଲାସ୍ତରୀୟ ନୂଆଖାଇ ଭେଟଘାଟ ୨୦୨୪ : ସମ୍ବଲପୁରୀ ନୃତ୍ୟରେ ଝୁମିଲେ ଦର୍ଶକ 

  ପାରଳାଖେମୁଣ୍ଡି:୧୯/୯(ଗରୁଡ଼ ଧ୍ୱଜ ଚୌଧୁରୀ)ପାରଳାର ଅଗ୍ରଣୀ ନୃତ୍ୟ ଅନୁଷ୍ଠାନ ସମଲେଇ ନୃତ୍ୟକଳା ପରିଷଦ ଓ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ନୂଆଁଖାଇ ଭେଟଘାଟ...

ଜିଲ୍ଲାସ୍ତରୀୟ ନୂଆଖାଇ ଭେଟଘାଟ – ୨୦୨୪ : ସମ୍ବଲପୁରୀ ନୃତ୍ୟରେ ଝୁମିଲେ …

ଜିଲ୍ଲାସ୍ତରୀୟ ନୂଆଖାଇ ଭେଟଘାଟ - ୨୦୨୪ : ସମ୍ବଲପୁରୀ ନୃତ୍ୟରେ ଝୁମିଲେ ଦର୍ଶକ , ପାରଳାଖେମୁଣ୍ଡି / ପାରଳାର ଅଗ୍ରଣୀ ନୃତ୍ୟ ଅନୁଷ୍ଠାନ ସମଲେଇ ନୃତ୍ୟକଳା ପରିଷଦ...

ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ..

ପାରଳାଖେମୁଣ୍ଡି,   ଆଜି ସ୍ଥାନୀୟ ରେଭେନ୍ୟୁ କଲୋନୀ ଠାରେ ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି କାଯ୍ୟକ୍ରମରେ ସମସ୍ତ କଲୋନୀ ବାସିନ୍ଦା ଉପସ୍ଥିତ...

ଜିଲ୍ଲାସ୍ତରୀୟ ନୂଆଖାଇ ଭେଟଘାଟ – ୨୦୨୪ : ସମ୍ବଲପୁରୀ ନୃତ୍ୟରେ ଝୁମିଲେ ଦର୍ଶକ ——————————-

  ପାରଳାଖେମୁଣ୍ଡି / ପାରଳାର ଅଗ୍ରଣୀ ନୃତ୍ୟ ଅନୁଷ୍ଠାନ ସମଲେଇ ନୃତ୍ୟକଳା ପରିଷଦ ଓ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ନୂଆଁଖାଇ ଭେଟଘାଟ...

ଉମରକୋଟ ବ୍ଲକ ଅନ୍ତର୍ଗତ କୋପେନା ଗ୍ରାମ ରେ ପୋଖରୀରେ ବୁଡି ଜଣେ ମୃତ………..

  ଉମରକୋଟ :-(ଏମ୍.ଦିନା°ଶୁ ଆଚାରୀ)- ମୂର୍ତ୍ତି ବିସର୍ଜନ ସମୟରେ ପୋଖରୀରେ ବୁଡି ଜଣେ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତିି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା...

ନବରଙ୍ଗପୁର ଜିଲ୍ଲା ରେ ରାସାୟନିକ ସାର ଓ କିଟ ନାଶକ ଔଷଧ ବ୍ୟବହାର ଉପରେ ସ୍ୱର ଉତ୍ତୋଳନ କଲା ଭତରା ବିକାଶ ପରିଷଦ……..

    ଉମରକୋଟ(ଏମ୍.ଦିନା°ଶୁ ଆଚାରୀ) ନବରଙ୍ଗପୁର ଜିଲ୍ଲା ରାଜ୍ୟରେ ରାସାୟନିକ ସାର ଓ କିଟନାଶକ ଔଷଧ ବ୍ୟବହାର ରେ ପ୍ରଥମ ବୋଲି କିଛି ଦିନ ତଳେ କିଛି...

ଉମରକୋଟ ବ୍ଲକ ଅଧିନସ୍ଥ ଭଣ୍ଡାରିଗୁଡା ଗ୍ରାମ ରେ ଜନ ଜାଗୃତି ମିଶନ ପକ୍ଷ ରୁ ନୁଆ ଖାଇ ଭେଟ ଘାଟ………..

    ଉମରକୋଟ :-(ଏମ୍.ଦିନା°ଶୁ ଆଚାରୀ) ଉମରକୋଟ ବ୍ଲକ୍ ଅଧନସ୍ଥ ଭଣ୍ଡାରିଗୁଡା ଗ୍ରାମ ପଞ୍ଚୟତର ଐତିହାସିକ ପୀଠ ପୋଡାଗଡ ଠାରେ ଜନ ଜାଗୃତି ମିଶନ ତରଫରୁ ନୂଆଖାଇ...

ଆଜିର ରାଶିଫଳ..

  *✧═════•❁❀❁•═════✧* *🌷ମେଷ🌷👉 : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.