November 21, 2024
Share

*🌹🌼👉ମହାବୀର ପଞ୍ଜିକା👈🌼🌹*

*✧═════•❁❀❁•═════✧*

*ଅଦ୍ୟ ଅଗଷ୍ଟ ମାସ ୨୦ ତାରିଖ ୨୦୨୩ ମସିହା(ରବିବାର)*

*ଶକାବ୍ଦ -୧୯୪୫*

*ସମ୍ବତ -୨୦୮୦*

*ଦିଲ୍ଲୀସ୍ୱରାଦ୍ଧ-୧୪୩୦*

*ସମ୍ବତ୍ସର-ପିଙ୍ଗଳ*

*ଶ୍ରାବଣମାସ- ଶୁକ୍ଲପକ୍ଷ*

*ତିଥି- ଚତୁର୍ଥୀ ରାତ୍ରି ଘ ୧୨/୧୭ ପର୍ୟ୍ୟନ୍ତ ତଦନ୍ତେ ପଞ୍ଚମୀ*

*ନକ୍ଷତ୍ର- ହସ୍ତା ଶେଷରାତ୍ରି ଘ୦୫/୦୩ ପର୍ୟ୍ୟନ୍ତ ତଦନ୍ତେ ଚିତ୍ରା*

*ଚନ୍ଦ୍ର- କନ୍ୟା*

*ଯୋଗ- ସାଧ୍ୟ*

*କରଣ – ବାଣିଜ୍ୟ*

*ସୌରମାସ- ସିଂହ ୦୪ ଦିନ*

*✧═════•❁❀❁•═════✧*

*ସୁର୍ୟୋଦୟ-ପ୍ରାତଃ ଘ୦୫/୩୨/୩୬*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୮/୪୦*

*✧═════•❁❀

*ଯୋଗିନୀ ନୈଋତେ ରାତ୍ରି ଘ୧୨/୧୭ ପର୍ୟ୍ୟନ୍ତ ତଦନ୍ତେ ଦକ୍ଷିଣେ*

*ଚତୁର୍ଥ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*

*ବୃଷ ରାଶିର ଘାତଚନ୍ଦ୍ର*

*ମେଷ ରାଶିର ଘାତବାର*

✧═════•❁❀❁•═══

*କାଳବେଳା ଓ ବାରବେଳା – ଦିବା ଘ୧୦/୧୭ ଗତେ ଘ୦୧/୨୮ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳ। -ଦିବା ଘ୦୬/୨୨ଗତେ ଘ୦୯/୩୩ ମଧ୍ୟେ ଓ ରାତ୍ରି ଘ୦୭/୪୩ ଗତେ ଘ୦୯/୨୦ ମଧ୍ୟେ*

*ବିଶୁଦ୍ଧ ମ।ହେନ୍ଦ୍ର ବେଳ।-ଦିବା ଘ୦୬/୨୦ ମଧ୍ୟେ ଓ ରାତ୍ରି ଘ୦୬/୪୧ ଗତେ ଘ୦୭/୪୦ ମଧ୍ୟେ**

═✧*══•❁❀❁•═════✧

*ଅଦ୍ୟ ମୂଳା ଭକ୍ଷଣ ନିଷେଧ*

*═✧*══•❁❀❁•═════✧

*ଡ:ବାୟୁନନ୍ଦନ ମିଶ୍ର*

*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*

*🌼🌹꧁ ଆଜିର ରାଶିଫଳ꧂🌹🌼*

*✧═════•❁❀❁•═════✧*

*🌹👉ମେଷ*

*ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିଯିବାର ଆଶଙ୍କା ରହିଛି। ନିଜ ବ୍ୟବହାର ପାଇଁ ନିକଟ ସମ୍ପର୍କୀୟମାନେ ଦୂରେଇଯାଇ ପାରନ୍ତି। ପାରିବାରିକ ମତାନ୍ତରକୁ କେନ୍ଦ୍ରକରି ନୂତନ କର୍ମସସ୍ଥାନ ପାଇଁ ମନ ବଳିପାରେ।*

*✧═════•❁❀❁•═════✧*

*🌹👉ବୃଷ*

*ସାମାଜିକ ସ୍ତରରେ ଅପ୍ରିୟ ସତକଥା କହି ବିରୋଧୀ ହେବାର ସମ୍ଭାବନା ରହିଛି ।ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମକରି ବିଜୟହେବେ। ଦୃଢ଼ତାର ସହ ପାରିବାରିକ ଶୃଙ୍ଖଳା ରକ୍ଷାକରି ସମାଲୋଚିତ ହୋଇ ପାରନ୍ତି। ମାଲିମକଦ୍ଦମା ଓ ବିବାଦ ସମାଧାନ ହୋଇଯିବ।*

 

*✧═════•❁❀❁•═════✧*

*🌹👉ମିଥୁନ*

*ଆଜି ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ଆବଶ୍ୟକ ସମୟରେ ପାଖରେ ନ ଥିବା ଜିନିଷଟି ପାଇଁ ବିବାଦ ବଢ଼ିପାରନ୍ତି।ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ ପୂର୍ବ ଯୋଜନା ମୁତାବକ କର୍ମରେ ନିଯୁକ୍ତ ହେବେ। ପାରିବାରିକ କ୍ଷେତ୍ରରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି।*

 

*✧═════•❁❀❁•═════✧*

*🌹👉କର୍କଟ*

*ଆଜି ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ* *ହୋଇପାରେ।କର୍ମକ୍ଷେତ୍ରରେ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। ନୂତନ କର୍ମାରମ୍ଭ ସମସ୍ତଙ୍କ ସହଯୋଗ ଭିତ୍ତିରେ ପ୍ରୀତିପଦ ହେବ। ଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରିବେ।*

 

*✧═════•❁❀❁•═════✧*

*🌹👉ସିଂହ*

*ଆଜି ଦିନରେ ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ *ହୋଇପାରନ୍ତି।ମାନସିକ ଅସ୍ଥିରତା କାରଣରୁ ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।*

*ଆଜିର ଆନୁଷ୍ଠାନିକ କାମରେ ଉପକୃତ ହୋଇପାରନ୍ତି।*

 

*✧═════•❁❀❁•═════✧*

*🌹👉କନ୍ୟା*

*ବାରମ୍ବାର କାନକୁହା କଥା ଶୁଣି ବିଶ୍ୱସ୍ତ କର୍ମଚାରୀଟିର ମନୋଭାବ ବଦଳିଯାଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ।ଖର୍ଚ୍ଚାଧିକ କାରଣରୁ ମନସ୍ତାପ ହୋଇପାରେ। ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।*

 

*✧═════•❁❀❁•═════✧*

*🌹👉ତୁଳା*

*ଆଜି ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ। ହାତକୁ ନେଇଥିବା ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ।*

*ବିଗତ ଦିନଗୁଡ଼ିକରେ ସୃଷ୍ଟି ହୋଇଥିବା ସମସ୍ୟା ଆଜି ହଠାତ୍‌ ସମାଧାନ ହୋଇଯିବ। ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।*

*✧═════•❁❀❁•═════✧*

 

*🌹👉ବିଛା*

*ଆଜି ଆନୁଷ୍ଠାନିକ କ୍ଷେତ୍ରରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ ।ଆପଣ ଙ୍କ ସମସ୍ତ ଆଶା ଓ ଆକାଂକ୍ଷାକୁ ପୂରଣ କରିବାରେ ସମର୍ଥ ହେବ। ରଚନାମତ୍କ କାର୍ଯ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ।*

*✧═════•❁❀❁•═════✧*

*🌹👉ଧନୁ*

*ଆଜି ବାଣିଜ୍ୟ, ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ବ୍ୟତୀତ କିଛି କରିପାରିବେ ନାହିଁ । ସମସ୍ୟା ସମାଧାନ ପାଇଁ କଚେରି ମାମଲାରେ ଆଇନଜ୍ଞଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ।*

 

*✧═════•❁❀❁•═════✧*

*🌹👉ମକର*

*ଆଜି ଆପଣ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି କାମ କରିବା ଓ କହିବା ଭଲ ହେବ ଅନ୍ୟଥା ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ସାମାଜିକ କିମ୍ବା ରାଜନୈତିକ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।*

 

*✧═════•❁❀❁•═════✧*

*🌹👉କୁମ୍ଭ*

*ଆଜି କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ବନ୍ଧୁ କିମ୍ବା ସହକର୍ମୀଙ୍କ ସ୍ପର୍ଶକାତର କଥାରେ ଚିହ୍ନା ପଡ଼ନ୍ତୁ ନାହିଁ। କାର୍ଯ୍ୟ ସମ୍ପୂର୍ଣ୍ଣ ପାଇଁ ବନ୍ଧୁ ମାନଙ୍କ ସାହାଯ୍ୟ ଦରକାର ପଡିପାରେ। କର୍ମକ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇରହିଛି କାର୍ଯ୍ୟ କଲେ ଉପକୃତ ହେବେ।*

*✧═════•❁❀❁•═════✧*

*🌹👉ମୀନ*

*ଆଜି ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିପାରେ।ଅତୀତ କଥାକୁ ନେଇ ଗୁଡାଏ ଚିନ୍ତାକରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରିବେ।*

*✧═════•❁❀❁•═════✧*