November 26, 2024

Day: September 20, 2024

ପୂର୍ବତଟ ଡି.ଆର.ଏମଙ୍କ ପାରଳାଖେମୁଣ୍ଡି ପ୍ଲାଟଫର୍ମ ଅନୁଧ୍ୟାନ

      କାଶୀନଗର( ରାଧାନାଥ ଚୌଧୁରୀ ) ତା 20/9/24   ଗଜପତି ଜିଲ୍ଲା ଅନ୍ତର୍ଗତ ପାରଳାଖେମୁଣ୍ଡି ରେଳ ଷ୍ଟେସନ ଅନୁଧ୍ୟାନ କରିବାକୁ ପୂର୍ବ ତଟ...

ଜଗତସିଂହପୁର ସାଂସଦ ଡକ୍ଟର ବିଭୁ ପ୍ରସାଦ ତରାଇ ଙ୍କ ଜଇପୁର-କ୍ରିଷ୍ଣାନ୍ଦପୁରର ନୂତନ ବ୍ରିଜ ପରିଦର୍ଶନ ..

    ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଜଇପୁର କ୍ରିଷ୍ଣାନନ୍ଦପୁର ବ୍ରିଜକୁ ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀର ଯୁବ ନେତା ଡକ୍ଟର ପ୍ରକାଶ ଦଳାଇଙ୍କ ନେତୃତ୍ୱରେ ସ୍ଥାନୀୟ ବୁଦ୍ଧିଜୀବୀ, ବରିଷ୍ଠ...

ନବରଙ୍ଗପୁର ଜିଲ୍ଲା ଏଥେଲେଟିକ ଦଳର ସଫଳତା..

  ନବରଙ୍ଗପୁର (ଏମ୍.ଦିନା°ଶୁ ଆଚାରୀ) ୭୦ ତମ ଓଡିଶା ରାଜ୍ୟ ସିନିୟର ଚମ୍ପିୟାନସିପ – ୨୦୨୪ ରେ ନବରଙ୍ଗପୁର ଜିଲା ଏଥେଲେଟିକ ଦଳର ଖେଳାଳି ମାନେ ସର୍ବମୋଟ...

ବରିକେଳ ଠାରେ ମାଗଣା ସ୍ଵlସ୍ଥ ଶିବିର ଅନୁଷ୍ଠିତ 

    ପଦ୍ମପୁର : (ଜୟନ୍ତ କୁମାର ସେଠ) ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ବରିକେଲ ପଞ୍ଚାୟତ କାର୍ଯ୍ୟଲୟ ଠାରେ ମାଗଣା ସ୍ୱାସ୍ଥ ଶିବିର ଅନୁଷ୍ଠିତ ହୋଇଥିଲା...

କବିତା ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କଲେ ଗୀତାଞ୍ଜଳି..

    ଖଇରା,( ଦେବାଶିଷ ଦାଶ୍ )     ମୋ ଅନୁଷ୍ଠାନ ସାହିତ୍ୟ ସଂସଦ, ଆଳଦା, ଖଇରା ଦ୍ବାରା ପ୍ରତି ରବିବାର ଗଦ୍ୟ ଓ ପଦ୍ଯକୁ...

ମୋହନା ବ୍ଲକରେ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ଯୋଜନା ମାଧ୍ୟମରେ ଜନ ଶୁଣାଣି ଶିବିର ଅନୁଷ୍ଠିତ —

  ଗଜପତି ଜିଲ୍ଲା ମୋହନା ବ୍ଲକ ବୈଠକ ଗୃହରେ ଜିଲ୍ଲା ପରିଷଦ ଅତିରିକ୍ତ ନିର୍ବାହୀ ଅଧିକାରୀ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସ୍ଥାନୀୟ...

ମୋହନା ଶିଶୁ ବିକାଶ ପକ୍ଷରୁ ପୋଷଣ ମାହ ବୈଠକ ଅନୁଷ୍ଠିତ —

ଗଜପତି ଜିଲ୍ଲା ମୋହନା ଶିଶୁ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ପୋଷଣ ମାହ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମୋହନା...

ବାରାଣସୀ ବିଦ୍ୟାଳୟରେ ବ୍ଲକସ୍ତରୀୟ ବିଜ୍ଞାନ ସେମିନାର ଆୟୋଜିତ

    କାଶୀନଗର, (ରାଧାନାଥ ଚୌଧୁରୀ )   ବାରଣାସୀ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଆଜି ବ୍ଲକସ୍ତରୀୟ ବିଜ୍ଞାନ ସେମିନାର ପ୍ରଧାନ ଶିକ୍ଷକ ଭାଗୀରଥି ବେହେରାଙ୍କ...

ରାଜ୍ୟ ସରକାରଙ୍କ ୧୦୦ ଦିନ ପୂର୍ତ୍ତି ଉପଲକ୍ଷେ ନବରଙ୍ଗପୁର ଠାରେ ଜିଲ୍ଲା ସ୍ତରୀୟ ବିକାଶ ମେଳା ଅନୁଷ୍ଠିତ………..

ନବରଙ୍ଗପୁର:-(ଏମ୍.ଦିନା°ଶୁ ଆଚାରୀ) ତା ୨୦.୯.୨୦୨୪: ଆଜି ସ୍ଥାନୀୟ ନୂତନ ମଣ୍ଡେଇ ପଡ଼ିଆ ଠାରେ ଜିଲ୍ଲା ସ୍ତରୀୟ ବିକାଶ ମେଳାରେ ମୁଖ୍ୟ ଅତିଥି ରୂପେ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ...

ଭିନ୍ନକ୍ଷମ ମାନଙ୍କୁ ଆବଶ୍ୟକ ଉପକରଣ ବଣ୍ଟନ 

  କାଶୀନଗର (ରାଧାନାଥ ଚୌଧୁରୀ ) ତା 20/9/24   କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜି ଶାରୀରିକ ଅକ୍ଷମ ମାନଙ୍କୁ ବିଭିନ୍ନ ପ୍ରକାର ଯନ୍ତ୍ରଂଶ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.