April 26, 2026

ମୋହନା ବ୍ଲକରେ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ଯୋଜନା ମାଧ୍ୟମରେ ଜନ ଶୁଣାଣି ଶିବିର ଅନୁଷ୍ଠିତ —

IMG-20240920-WA0033
Share

 

ଗଜପତି ଜିଲ୍ଲା ମୋହନା ବ୍ଲକ ବୈଠକ ଗୃହରେ ଜିଲ୍ଲା ପରିଷଦ ଅତିରିକ୍ତ ନିର୍ବାହୀ ଅଧିକାରୀ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସ୍ଥାନୀୟ ଗୋଷ୍ଟି ଉନ୍ନୟନ ଅଧିକାରୀ ରାଜୀବ ଦାସ, ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ ସାରଦା ପ୍ରସାଦ ପଣ୍ଡା, ଆଶିଷ କୁମାର ଶତପଥୀ, ସମସ୍ତ ସହକାରୀ ଯନ୍ତ୍ରୀ, କନିଷ୍ଟ ଯନ୍ତ୍ରୀ, ସମସ୍ତ ବିଭାଗର ଅଧିକାରୀ, ସରପଞ୍ଚ, ସମିତି ସଭ୍ୟ/ସଭ୍ୟ, ଜନ ପ୍ରତିନିଧି, ବିଭାଗୀୟ ଅଧିକାରୀ ମାନଙ୍କ ଉପସ୍ଥିତିରେ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ମାଧ୍ୟମରେ ହୋଇଥିବା କାର୍ଯ୍ୟ ଗୁଡିକର ସମୀକ୍ଷା କରିଥିଲେ। ଏହି ଦୁର୍ଗମ ଅଞ୍ଚଳରେ ବିଭାଗ ଦ୍ଵାରା ଯୋଜନା ର ସୁଫଳ ଲୋକେ ପାଇଥିବା ଜଣାପଡିଛି।