May 10, 2026

କୋଶଳୀ ଭାଷାକୁ ରାଜ୍ୟ ଭାଷାର ମାନ୍ୟତା ଦାବି ନେଇ କୌଣସି ପ୍ରସ୍ତାବ ସରକାରଙ୍କ ହସ୍ତଗତ ହୋଇନି‘..

IMG-20250321-WA0041
Share

 

କୋଶଳୀକୁ ରାଜ୍ୟ ଭାଷା ମାନ୍ୟତା ମିଳିବନି। ଓଡ଼ିଆ ଭାଷା, ସାହିତ୍ୟ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଗୃହରେ ଏନେଇ ସ୍ପଷ୍ଟ କରିଛନ୍ତି। ବିଧାନସଭାରେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ଉତ୍ତର ରଖି ମନ୍ତ୍ରୀ ଏହା କହିଛନ୍ତି।

 

 

କୋଶଳୀକୁ ରାଜ୍ୟ ଭାଷା ମାନ୍ୟତା ମିଳିବନି। ଓଡ଼ିଆ ଭାଷା, ସାହିତ୍ୟ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଗୃହରେ ଏନେଇ ସ୍ପଷ୍ଟ କରିଛନ୍ତି। ବିଧାନସଭାରେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ଉତ୍ତର ରଖି ମନ୍ତ୍ରୀ ଏହା କହିଛନ୍ତି। ସମ୍ବଲପୁରୀ-କୋଶଳୀ ଭାଷାକୁ ରାଜ୍ୟ ଭାଷାର ମାନ୍ୟତା ଦାବି ସଂକ୍ରାନ୍ତୀୟ କୌଣସି ପ୍ରସ୍ତାବ ସରକାରଙ୍କ ହସ୍ତଗତ ହୋଇନାହିଁ ବୋଲି ସେ କହିଛନ୍ତି।

 

 

ବିଧାନସଭାରେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ଉତ୍ତର ରଖି ମନ୍ତ୍ରୀ ଏହା କହିଛନ୍ତି। ସମ୍ବଲପୁରୀ-କୋଶଳୀ ଭାଷାକୁ ରାଜ୍ୟ ଭାଷାର ମାନ୍ୟତା ଦାବି ସଂକ୍ରାନ୍ତୀୟ କୌଣସି ପ୍ରସ୍ତାବ ସରକାରଙ୍କ ହସ୍ତଗତ ହୋଇନାହିଁ ବୋଲି ସେ କହିଛନ୍ତି।

 

 

କୋଶଳୀକୁ ରାଜ୍ୟ ଭାଷା ମାନ୍ୟତା ପ୍ରସଙ୍ଗରେ ମନ୍ତ୍ରୀଙ୍କ ଉତ୍ତର ପରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ମନ୍ତ୍ରୀ କିଛି ଜାଣି ନଥିବା ଶ୍ରୀ ମିଶ୍ର କହିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ୍ ପଟ୍ଟନାୟକ ସମ୍ବଲପୁରୀ-କୋଶଳୀ ଭାଷା ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବାକୁ ପ୍ରସ୍ତାବ ଦେଇଥିଲେ। ଉତ୍କଳ, କଳିଙ୍ଗ ଓ କୋଶଳକୁ ନେଇ ଓଡ଼ିଶା ଗଠନ ହୋଇଛି। ଏବେ ସରକାର କହୁଛନ୍ତି ଏହା ମୋ ବ୍ୟକ୍ତିଗତ ମତ କିନ୍ତୁ ଆଗକୁ ଏହା ସାମୂହିକ ମତ ହେବ। ସେପଟେ ଜୟନାରାୟଣଙ୍କ ସ୍ବର ନରମିଥିବା କହି କଟାକ୍ଷ କରିଛନ୍ତି ନୟାଗଡ଼ ବିଧାୟକ ଅରୁଣ ସାହୁ।