April 24, 2026

ଜୟନ୍ତପୁର ଉଚ୍ଚ ବିଦ୍ୟାଳୟରେ ପୋଷାକ ବିତରଣ 

IMG-20260421-WA0003
Share

 

 

ସମ୍ବଲପୁର, ୨୦. ୦୪():ଯୁଯୁମୁରା ବ୍ଲକ ଜୟନ୍ତପୁର ପଞ୍ଚାୟତର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରେ ଷଷ୍ଠ ରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମାଗଣା ପୋଷାକ ବିତରଣ କରାଯାଇଛି।ପୋଷାକ ବିତରଣ ସମୟ ରେ ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ସୁଧାଂଶୁ ଶେଖର ସାହୁ ଉପସ୍ଥିତ ରହି ପିଲାଙ୍କୁ ପୋଷାକ ବଣ୍ଟନ କରିଥିଲେ l ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଶ୍ରୀରୂପା ନାୟକ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l କାର୍ଯ୍ୟକ୍ରମ କୁ ସଫଳ ମଣ୍ଡିତ କରିବା ପାଇଁ ବିଦ୍ୟାଳୟ ର ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ l

You may have missed