June 23, 2026
IMG-20230330-WA0001-300x171-1-150x150
Share

*🌹🌼👉ମହାବୀର ପଞ୍ଜିକା👈🌼🌹*
*✧═════•❁❀❁•═════✧*
*ଅଦ୍ୟ ଜୁନ ମାସ ୨୧ ତାରିଖ ୨୦୨୩ ମସିହା(ବୁଧବାର)*
*ଶକାବ୍ଦ -୧୯୪୫*
*ସମ୍ବତ -୨୦୮୦*
*ଦିଲ୍ଲୀସ୍ୱରାଦ୍ଧ-୧୪୩୦*
*ସମ୍ବତ୍ସର-କପିଳ*
*ଆଷାଢ଼ମାସ-ଶୁକ୍ଳପକ୍ଷ*
*ତିଥି- ତୃତୀୟା ଦିବା ଘ୦୩/୦୩ ପର୍ୟ୍ୟନ୍ତ ତଦନ୍ତେ ଚତୁର୍ଥୀ*
*ନକ୍ଷତ୍ର- ପୂଷ୍ୟା ରାତ୍ରି ଘ୦୧/୫୯ ପର୍ୟ୍ୟନ୍ତ ତଦନ୍ତେ ଅଶ୍ଳେଷା*
*ଚନ୍ଦ୍ର- କର୍କଟ*
*ଯୋଗ- ବ୍ୟାଘାତ*
*କରଣ – ଗର*
*ସୌରମାସ- ମିଥୁନ ୦୭ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୧୨/୫୮*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୪/୩୧*
*✧═════•❁❀
*ଯୋଗିନୀ ଅଗ୍ନିକୋଣେ ଦିବା ଘ୦୩/୦୩ ପର୍ୟ୍ୟନ୍ତ ତଦନ୍ତେ ନୈରୁତେ*
*କର୍କଟ ରାଶିର ଘାତବାର*
*ତୃତୀୟା ର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ*
✧═════•❁❀❁•═══
*କାଳବେଳା -ଘ୦୮/୩୦ ଗତେ ଘ୧୦/୧୦ ମଧ୍ୟେ*
*ବାରବେଳା – ଘ୧୧/୪୮ଗତେ ଘ୦୧/୨୮ ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୭/୩୫ ଗତେ ଘ୦୮/୨୯ ମଧ୍ୟେ ଓ ଘ୦୧/୨୯ ଗତେ ଘ୦୪/୨୫ ମଧ୍ୟେ*
*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି*
═✧*══•❁❀❁•═════✧
*ଅଦ୍ୟ ପୋଟଳ ଦିବା ଘ୦୩/୦୩ ଗତେ ମୂଳା ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧═════•❁❀❁•═════✧*
*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌷ମେଷ🌷👉: ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ।*
*✧═════•❁❀❁•═════✧*
*🌷ବୃଷ🌷👉: ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। ଅଫିସ୍ ରେ ମନମାଳିନ୍ୟ ହୋଇପାରେ। ତେଣୁ ସାବଧାନ ରହିବା ଆବଶ୍ୟକ ଅଟେ।*
*✧═════•❁❀❁•═════✧*
*🌷ମିଥୁନ🌷👉: ଦିନର ଆରମ୍ଭ ଚିନ୍ତା ଏବଂ ଉଦ୍ଵେଗ ସହିତ ହେବ। ସ୍ଵାସ୍ଥ୍ୟକୁ ନେଇ କରି ମଧ୍ୟ ଅସୁବିଧା ହୋଇପାରେ। ଆକସ୍ମିକ ଧନ ଖର୍ଚ୍ଚ ହୋଇପାରେ। ପ୍ରେମ ପ୍ରସଂଗରେ ମନମାଳିନ୍ୟ ହୋଇପାରେ। ଯାତ୍ରାରେ ଅସୁବିଧା ଆସିପାରେ।*
*✧═════•❁❀❁•═════✧*
*🌷କର୍କଟ🌷👉: ନକାରାତ୍ମକ ବିଚାର ହତାଶା ସୃଷ୍ଟି କରିବ। ଶାରୀରିକ ଏବଂ ମାନସିକ ରୂପରେ ଅସୁସ୍ଥତା ଅନୁଭବ କରିବେ। ମାତା-ପିତାଙ୍କର ସହିତ ମତଭେଦ ହୋଇପାରେ। ଜମି, ବାସଗୃହ ତଥା ବାହନ ଆଦିର କାଗଜପତ୍ରରେ ସାବଧାନ ରହିବେ।*
*✧═════•❁❀❁•═════✧*
*🌷ସିଂହ🌷👉: ଆଜି ବିନା ଭାବି ବିଚାରି କୌଣସି କାର୍ଯ୍ୟ କରନ୍ତୁ ନାହିଁ। କାର୍ଯ୍ୟରେ ସଫଳତା ସେତେବେଳେ ଆପଣଙ୍କୁ ମିଳିବ ଯେତେବେଳେ, ପ୍ରତିଯୋଗୀମାନଙ୍କୁ ପରାସ୍ତ କରି ପାରିବେ। ଭାଇବନ୍ଧୁ ଏବଂ ପଡ଼ୋଶୀମାନଙ୍କ ସହିତ ଖୂବ ଭଲ ସମ୍ବନ୍ଧ ରହିବ। ଆର୍ଥିକ ଲାଭ ମଧ୍ୟ ହେବ।*
*✧═════•❁❀❁•═════✧*
*🌷କନ୍ୟା🌷👉: ଆପଣଙ୍କ ଅନିୟନ୍ତ୍ରିତ ବାଣୀ କାହା ସହିତ ମନମାଳିନ୍ୟ କରାଇପାରେ। ଦ୍ୱନ୍ଦ୍ୱରେ ଫସିଥିବା ମନ ଆପଣଙ୍କୁ କୌଣସି ଠୋସ ନିର୍ଣ୍ଣୟ ନେବାକୁ ଦେବ ନାହିଁ। ମହତ୍ତ୍ଵପୂର୍ଣ୍ଣ ନିର୍ଣ୍ଣୟ ନେବା ପୂର୍ବରୁ ଭାବି ବିଚାରି ନିଅନ୍ତୁ। ସ୍ଵାସ୍ଥ୍ୟ ପ୍ରତି ଧ୍ୟାନ ରଖିବେ।*
*✧═════•❁❀❁•═════✧*
*🌷ତୁଳା🌷👉: ମନରେ ଖୁସି ଏବଂ ପ୍ରଫୁଲ୍ଲିତ ରହିବେ। କୁଟୁମ୍ବ ଏବଂ ମିତ୍ରମାନଙ୍କ ସହିତ ଉତ୍ତମ ଭୋଜନ, ଯାତ୍ରା କିମ୍ବା ସାକ୍ଷାତର ସୁଯୋଗ ମିଳିବ। ଜୀବନସାଥୀଙ୍କ ସହିତ ଆତ୍ମୀୟତାର ସୁଯୋଗ ଆସିବ। ଆର୍ଥିକ ଲାଭ ହେବ। ଶୁଭ ସମାଚାର ପ୍ରାପ୍ତ ହେବ।*
*✧═════•❁❀❁•═════✧*
*🌷ବିଛା🌷👉: ଆଜିର ଦିନ ଆପଣଙ୍କପାଇଁ ଟିକେ କଷ୍ଟଦାୟକ ହୋଇପାରେ। ସ୍ଵାସ୍ଥ୍ୟ ଖରାପ ହୋଇପାରେ। ପାରିବାରିକ ସଦସ୍ୟମାନଙ୍କ ସହିତ କଳହ କାରଣରୁ ମନ ଦୁଃଖୀ ହେବ। କୋର୍ଟ-କଚେରୀ ମାମଲାରେ ସାବଧାନ ରହିବେ। ଅଧିକ ଖର୍ଚ୍ଚ ହେବାରୁ ଆର୍ଥିକ ଅସୁବିଧା ଆସିପାରେ।*
*✧═════•❁❀❁•═════✧*
*🌷ଧନୁ🌷👉: ଜୀବନର ପ୍ରତ୍ୟେକ କ୍ଷେତ୍ରରେ ଆଜିର ଦିନ ଲାଭକାରୀ ପ୍ରମାଣିତ ହେବ। ମିତ୍ର ତଥା ବନ୍ଧୁମାନଙ୍କ ସହିତ ବାହରକୁ ଯାତ୍ରା କରିପାରନ୍ତି। ମାଙ୍ଗଳିକ ପ୍ରସଙ୍ଗରେ ଉପସ୍ଥିତ ହେବେ। ମହିଳା ମିତ୍ର ତଥା ପତ୍ନୀ ଏବଂ ପୁତ୍ର ଲାଭ ହେବ। ବୈବାହିକ ସମସ୍ୟାର ସମାଧାନ ହେବ।*
*✧═════•❁❀❁•═════✧*
*🌷ମକର🌷👉: ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟ ନିର୍ଵିଘ୍ନରେ ସମ୍ପୂର୍ଣ୍ଣ ହେବ, ଯେଉଁଥିରେ ଆପଣ ଖୁସି ରହିବେ। ଚାକିରି-ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଅନୁକୂଳ ରହିବ ଏବଂ କାର୍ଯ୍ୟରେ ସଫଳତା ମିଳିବ। ଗୃହସ୍ଥ ଜୀବନରେ ଆନନ୍ଦ ରହିବ। ଧନ ପ୍ରାପ୍ତି ଏବଂ ପଦୋନ୍ନତିର ଯୋଗଅଛି।*
*✧═════•❁❀❁•═════✧*
*🌷କୁମ୍ଭ🌷👉: ଆଜି ମାନସିକ ଅସୁସ୍ଥତା ଆପଣଙ୍କୁ ଅସୁବିଧା କରିପାରେ। ସ୍ଵାସ୍ଥ୍ୟ ସମ୍ବନ୍ଧରେ ଅଭିଯୋଗ ରହିବ। ଚାକିରିରେ ଉଚ୍ଚ ଅଧିକାରୀମାନଙ୍କ ସହିତ ସାବଧାନ ପୂର୍ବକ କାର୍ଯ୍ୟ କରନ୍ତୁ। ସନ୍ତାନମାନଙ୍କର ସମସ୍ୟା ଆପଣଙ୍କୁ ଚିନ୍ତିତ କରିପାରେ। ପ୍ରତିଦ୍ୱନ୍ଦୀ ନିଜର ଚାଲରେ ସଫଳ ହେବେ।*
*✧═════•❁❀❁•═════✧*
*🌷ମୀନ🌷👉: ଆଧ୍ୟାତ୍ମିକତା ପ୍ରତି ଆକର୍ଷଣ ବଢ଼ିବ। ବାଣୀ ତଥା ବ୍ୟବହାର ଉପରେ ନିୟନ୍ତ୍ରଣ ରଖିଲେ ବହୁତ ଭ୍ରମଧାରଣାରୁ ବଞ୍ଚିତ ହୋଇପାରିବେ। ଅଚାନକ ଧନ ଲାଭ ହେବ। ଶତ୍ରୁମାନଙ୍କଠାରୁ ବଞ୍ଚିକରି ରୁହନ୍ତୁ। ମହିଳା ଏବଂ ପାଣିକୁ ସଂଭାଳିକିରି ରୁହନ୍ତୁ।*
*✧═════•❁❀❁•═════✧*

You may have missed