March 7, 2026

ଆଜି ଅନୁଷ୍ଠିତ ହୋଇଛି କ୍ୟାବିନେଟ ବୈଠକ

Screenshot_2023-07-21-21-29-57-797_com.gbwhatsapp
Share

ଆଜି ଅନୁଷ୍ଠିତ ହୋଇଛି କ୍ୟାବିନେଟ ବୈଠକ

ଭୁବନେଶ୍ୱର:ଆଜି ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‍ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହା ଉପରେ ରାଜ୍ୟ ବାସୀ ଙ୍କ ନଜର ରହି ଥିଲା lମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ମିସନ ଶକ୍ତି, କୃଷି, ସ୍ୱାସ୍ଥ୍ୟ, ଗଣଶିକ୍ଷା, ଜଳସମ୍ପଦ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, ଦକ୍ଷତା ବିକାଶ ଭଳି ବିଭିନ୍ନ ବିଭାଗର ‌ମୋଟ୍‌ ୧୭ପ୍ରସ୍ତାବ ଉପରେ ମୋହର ଲାଗିଲା

ଭୁବନେଶ୍ୱର ରୁ ସମୀର ରଞ୍ଜନ ନାୟକ ଙ୍କ ରିପୋର୍ଟ