ବିଶ୍ୱଭୂଷଣ ହରିଚନ୍ଦନ ପାଇବେ ‘ଉତ୍କଳରତ୍ନ’ ସମ୍ମାନ: ଜୁଲାଇ ୨୬ ଓ ୨୭ରେ ଉତ୍କଳ ସାହିତ୍ୟ ସମାଜର ବାର୍ଷିକ ଉତ୍ସବ*
ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ, ସାରସ୍ବତ ସାଧକ ବିଶ୍ୱଭୂଷଣ ହରିଚନ୍ଦନ ଉତ୍କଳ ସାହିତ୍ୟ ସମାଜର ସର୍ବୋଚ୍ଚ ସମ୍ମାନ ‘ଉତ୍କଳରତ୍ନ’ ପାଇବାକୁ ମନୋନୀତ ହୋଇଛନ୍ତି। ୨୭ତାରିଖ...
