November 26, 2024

Day: September 21, 2024

ଉମରକୋଟ ଠାରେ ୬୮ ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ଫୁଟବଲ ପ୍ରତିଯୋଗିତା ଉଦଯାପିତ, ବାଳକ ବିଭାଗରେ ନବରଙ୍ଗପୁର ଓ ବାଳିକା ବିଭାଗରେ ଭୁବନେଶ୍ୱର ଚମ୍ପିୟାନ………

ଉମରକୋଟ:-(ଏମ୍.ଦିନା°ଶୁ ଆଚାରୀ) ନବରଙ୍ଗପୁର ଜିଲ୍ଲା ଉମରକୋଟ ଠାରେ ପ୍ରଥମ ଥର ପାଈଁ ଅନୁଷ୍ଠିତ ହେଇ ଥିବା ୬୮ ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ଫୁଟବଲ୍ ପ୍ରତିଯୋଗିତା...

ସାପ କାମୁଡ଼ାରେ କିଶୋରୀ ବାଳିକାର ମୃତ୍ୟୁ 

  ସମ୍ବଲପୁର, ତା. ୨୧. ୦୯:ଶୁକ୍ରବାର ରାତିରେ ସାପ କାମୁଡ଼ାରେ ଗୁରୁତର ଆହତ କିଶୋରୀ ବାଳିକାର ଆଜି ଚିକିତ୍ସାଧୀନ ସମୟରେ ବୁର୍ଲା ଭୀମସାର ଠାରେ ମୃତ୍ୟୁ ଘଟିଛି।...

ମୋହନା ଓକିଲ ସଙ୍ଘ ପକ୍ଷରୁ ଦ୍ଵାଦଶ ତମ ବାର୍ଷିକ ଉତ୍ସବ ପାଳନ..

  ଆଜି ଦିନ ୧୦ ଘଣ୍ଟ ସମୟରେ ମୋହନା କୋର୍ଟ ପରିସର ରେ ଥିବା ମୋହନା ଓକିଲ ସଙ୍ଘ କାର୍ଯ୍ୟଳୟ ରେ ବାର୍ଷିକ ଉତ୍ସବ ଆଡମ୍ବର ସହ...

ବେଲଗୁଣ୍ଠାରେ ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ; ପଥପ୍ରାନ୍ତ ନାଟକ ପରିବେଷଣ

    ବେଲଗୁଣ୍ଠା, 21/09, ଭାରତ ସରକାରଙ୍କ ଦ୍ୱାରା ଦେଶ ବ୍ୟାପୀ ସ୍ଵଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ବେଲଗୁଣ୍ଠାରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଆନୁକୂଲ୍ୟରେ ପଥପ୍ରାନ୍ତ...

ରାୟଗଡା ଜିଲ୍ଳା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା (ଦିଶା) କମିଟି ବୈଠକ

  ରାୟଗଡା: ରାୟଗଡା ଜିଲ୍ଳା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା(ଦିଶା)କମିଟି ବୈଠକ ସ୍ଥାନୀୟ ଜିଲ୍ଳା ପରିଷଦ ସମ୍ମିଳନୀ କକ୍ଷରେ କମିିଟିର ଅଧ୍ୟକ୍ଷ ତଥା କୋରାପୁଟ ଲୋକସଭା ସାଂସଦ...

ଗାଳ୍ପିକ ସରୋଜ ସାହୁଙ୍କ ପୁସ୍ତକ ‘କାକବନ୍ଧ୍ୟା ର ଖୁସି ‘ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକାର୍ପିତ.

    ଭୁବନେଶ୍ୱର, (ରାଜାରାମ ଷଡ଼ଙ୍ଗୀ): ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସ ଠାରେ ଗାଳ୍ପିକ ସରୋଜ ସାହୁଙ୍କ ଗଳ୍ପ ସଂକଳନ,କାକବନ୍ଧ୍ୟା...

ବେଲଗୁଣ୍ଠାରେ ଚତୁର୍ଥ ମାସିକ କ୍ଳଷ୍ଟର୍ ସ୍ତରୀୟ ବୈଠକ

    ବେଲଗୁଣ୍ଠା,21/09, ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ଆଜି ବେଲଗୁଣ୍ଠା ବ୍ଳକ୍ ର ସମସ୍ତ ଏଗାରଟି ଆଞ୍ଚଳିକ ସାଧନ କେନ୍ଦ୍ରରେ ସିଆରସିସି...

ଆର୍ଯ୍ୟକନ୍ୟା ଗୁରୁକୂଳରେ ବ୍ଲକ ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର 

      ବେଲଗୁଣ୍ଠା, 21/09, ବେଲଗୁଣ୍ଠା ବ୍ଳକ ତନରଡ଼ା ସ୍ଥିତ ଆର୍ଯ୍ୟକନ୍ୟା ଗୁରୁକୁଳରେ ବ୍ଳକ୍ ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି I କାର୍ଯ୍ୟକ୍ରମକୁ...

ଗଜପତି ଜିଲ୍ଲାର କାଶୀନଗର ବଂଶଧାରା ନଦୀ ବାଲି ମାଫିଆଙ୍କ ଭୂସ୍ୱର୍ଗ ପାଲଟିଛି

  ପାରଳାଖେମୁଣ୍ଡି:(ଗରୁଡ଼ ଧ୍ୱଜ ଚୌଧୁରୀ) ଗଜପତି ଜିଲ୍ଲାର ବଂଶଧାରା ନଦୀର ବାଲି ଆନ୍ଧ୍ରରେ ସୁନା ଭଳି ବିଶେଷ ଚାହିଦା ରହିଛି. ଏଣୁ ପ୍ରତ୍ୟେକ ଦିନ ଗଜପତି ଜିଲ୍ଲାର...

ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଓଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍‌ଘାଟିତ 

  ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍‌ଘାଟିତ ହୋଇଯାଇଅଛି । ରାଜ୍ୟ ସରକାରଙ୍କ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.