ଶ୍ରୀଶ୍ରୀଠାକୁର ଅନୁକୂଳ ଚନ୍ଦ୍ରଙ୍କ ୧୩୮ତମ ଆବିର୍ଭାବ ମହୋତ୍ସବ ଓ ଝଙ୍କଡ଼ ସତସଙ୍ଗ କେନ୍ଦ୍ର ର ବାର୍ଷିକ ଉତ୍ସବ ପାଳିତ
ତିର୍ତ୍ତୋଲ :-୨୧/୧୨-ତିର୍ତ୍ତୋଲ ବ୍ଲକ ଝଙ୍କଡ଼ ସତସଙ୍ଗ କେନ୍ଦ୍ର ପରିସରରେ ଶ୍ରୀଶ୍ରୀଠାକୁର ଅନୁକୂଳ ଚନ୍ଦ୍ର ଙ୍କ ୧୩୮ ତମ ଆବିର୍ଭାବ ଉତ୍ସବ ଏବଂ ପରମ ପୂଜ୍ୟପାଦ ଶ୍ରୀଶ୍ରୀ ଆଚାର୍ଯ୍ୟଦେବ...
