April 25, 2026

ବୁଗୁଡ଼ା ବ୍ଲକ୍ ବୁଦ୍ଧଖୋଲ କଲ୍ୟାଣ ମଣ୍ଡପ ଠାରେ ଗଞ୍ଜାମ ଜିଲ୍ଲା ସ୍ତରୀୟ ବିଜୁ ଯୁବ ଜନତା ଦଳର ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ

IMG-20230122-WA0016
Share

ବୁଗୁଡ଼ା ବ୍ଲକ୍ ବୁଦ୍ଧଖୋଲ କଲ୍ୟାଣ ମଣ୍ଡପ ଠାରେ ଗଞ୍ଜାମ ଜିଲ୍ଲା ସ୍ତରୀୟ ବିଜୁ ଯୁବ ଜନତା ଦଳର ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗ ଦେଇଛନ୍ତି।ବ୍ରହ୍ମପୁର ମେୟର ସଂଘମିତ୍ର ଦଳାଇ,ଜୀବନ ବିନ୍ଦୁ ଜିଲ୍ଲା ସଂଯୋଜକ ସୁବାଷ ମହାରଣା , ବିଜୁ ଜନତା ଦଳର ବରିଷ୍ଠ ନେତୃବୃନ୍ଦ ଯୋଗ ଦେଇଛନ୍ତି।ଗଞ୍ଜାମ ଜିଲ୍ଲା ବିଜୁ ଯୁବ ଜନତା ଦଳର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ।ତା – ୨୨/୦୧/୨୦୨୩

You may have missed