March 12, 2026
IMG-20230814-WA0014
Share

*🌹🌼👉ମହାବୀର ପଞ୍ଜିକା👈🌼🌹*
*✧═════•❁❀❁•═════✧*
*ଅଦ୍ୟ ଅଗଷ୍ଟ ମାସ ୨୨ ତାରିଖ ୨୦୨୩ ମସିହା(ମଙ୍ଗଳବାର)*
*ଶକାବ୍ଦ -୧୯୪୫*
*ସମ୍ବତ -୨୦୮୦*
*ଦିଲ୍ଲୀସ୍ୱରାଦ୍ଧ-୧୪୩୦*
*ସମ୍ବତ୍ସର-ପିଙ୍ଗଳ*
*ଶ୍ରାବଣମାସ- ଶୁକ୍ଲପକ୍ଷ*
*ତିଥି- ଷଷ୍ଠୀ ରାତ୍ରି ଘ ୦୨/୫୧ ପର୍ୟ୍ୟନ୍ତ ତଦନ୍ତେ ସପ୍ତମୀ*
*ନକ୍ଷତ୍ର- ଚିତ୍ରା ଦିବା ଘ ୦୭/୦୬ ପର୍ୟ୍ୟନ୍ତ ତଦନ୍ତେ ସ୍ଵାତୀ*
*ଚନ୍ଦ୍ର-ତୁଳା*
*ଯୋଗ- ଶୁକ୍ଲ*
*କରଣ – କୌଳବ*
*ସୌରମାସ- ସିଂହ ୦୬ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୩୨/୫୬*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୭/୦୦*
*✧═════•❁❀
*ଯୋଗିନୀ ପଶ୍ଚିମେ ରାତ୍ରି ଘ୦୨/୫୧ ପର୍ୟ୍ୟନ୍ତ ତଦନ୍ତେ ବାୟବ୍ୟେ*
*ଷଷ୍ଠୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*ମକର ରାଶିର ଘାତବାର*
✧═════•❁❀❁•═══
*କାଳବେଳା -ଦିବା ଘ୦୧/୨୦ ଗତେ ଘ୦୨/୫୬ ମଧ୍ୟେ*
*ବାରବେଳା – ଦିବା ଘ୦୭/୦୫ ଗତେ ଘ୦୮/୪୩ ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳ। -ଦିବା ଘ୦୮/୪୩ ଗତେ ଘ୧୦/୨୦ ମଧ୍ୟେ*ଘ୧୨/୪୩ ଗତେ ଘ୦୧/୧୯ ମଧ୍ୟେ ରାତ୍ରି ଘ୦୬/୫୩ଗତେ ଘ୦୯/୨୦ ମଧ୍ୟେ*
*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି*
═✧*══•❁❀❁•═════✧
*ଅଦ୍ୟ ନିମ୍ବ ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧═════•❁❀❁•═════✧*
*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌹👉ମେଷ👉ମନ ଭିତରର ଅକୁହାକଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିବ।ଆପଣଙ୍କ ରୁଚିପୂର୍ଣ୍ଣ ବ୍ୟବହାରରୁ ପ୍ରଶଂସିତ ହେବେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଯେକୌଣସି ପ୍ରକାରେ ଅର୍ଥ ସଂଗ୍ରହ କରିପାରନ୍ତି। ସାଂଗଠନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ ପଦସ୍ଥବ୍ୟକ୍ତିଙ୍କ ଶ୍ରଦ୍ଧାଭାଜନ ହୋଇପାରନ୍ତି।*
*✧═════•❁❀❁•═════✧*
*🌹👉ବୃଷ👉ଅସ୍ବାଭାବିକ ଚିନ୍ତାଧାରାର ସୃଷ୍ଟି ହେବାସହ ବିକ୍ଷିପ୍ତ ମାନସିକ ସ୍ଥିତି ଉପତ୍ନ କରିବ। କିନ୍ତୁ କର୍ମାଧିପ ରାଶିରେ କର୍ମସାଧନ ପାଇଁ ଆପ୍ରାଣ ଉଦ୍ୟମ ଚଳାଇ କୃତକାର୍ଯ୍ୟ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରଶାସନ, ବନ୍ଧୁ ସମ୍ପର୍କ, ମନୋରଞ୍ଜନ କାର୍ଯ୍ୟକ୍ରମ ଓ ବାଣିଜ୍ୟ, ବ୍ୟବସାୟାଦି ସନ୍ତୋଷଦାୟକ ରହିବ।*
*✧═════•❁❀❁•═════✧*
*🌹👉ମିଥୁନ👉ସରକାରୀ ସାହାଯ୍ୟ, ବିଶିଷ୍ଟବ୍ୟକ୍ତିଙ୍କ ପ୍ରତିଶ୍ରୁତି ଆମତ୍ସମ୍ମାନ ବୃଦ୍ଧି କରିବ। ସ୍ଥଗିତକାର୍ଯ୍ୟ, ବିବାଦୀୟ ସ୍ଥିତି, ସହକର୍ମୀଙ୍କ ଅସହଯୋଗ କ୍ରମଶଃ ବଦଳିଯାଇପାରେ। ସମ୍ପର୍କୀୟମାନଙ୍କ ସାହାଯ୍ୟ ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରାଇବାର ସମ୍ଭାବନା ରହିଛି। ବିବାଦୀୟ ପରିସ୍ଥିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବାକୁ ଚେଷ୍ଟା କରିବେ।*
*✧═════•❁❀❁•═════✧*
*🌹👉କର୍କଟ👉ଲାଗିରହିଥିବା ଟେନସନ୍‌ କମିଯିବ, ସହଯୋଗ ଭିତିରେ କାମ କରି ଉଚ୍ଚ ପ୍ରଶଂସିତ ହେବେ। ଶିଳ୍ପ, ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇଯିବ। ଭୁଲ୍‌ ବୁଝାମଣା ହେତୁ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହୋଇପାରେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିପାରନ୍ତି।*
*✧═════•❁❀❁•═════✧*
*🌹👉ସିଂହ👉ଆଜି ଆପଣଙ୍କର ସୁସ୍ଥ ପାରିବାରିକ ଜୀବନ ଓ ନିରଙ୍କୁଶ କର୍ମସାଧନ ପାଇଁ ଆନୁସଙ୍ଗିକ ପରିବଶେ ସୃଷ୍ଟି କରିବ। ବନ୍ଧୁମାନଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିପାରିବେ। ପାରିବାରିକ ସମସ୍ୟା ସମାଧାନରେ, ଜମିଜମା ବିବାଦରେ, ପରିବହନର ଝଗଡାରେ ବିଜୟୀ ହେବେ।*
*✧═════•❁❀❁•═════✧*
*🌹👉କନ୍ୟା👉ଆଜି ନିଜର ସମ୍ପର୍କୀୟ କିମ୍ବା ପଡୋଶିନୀଙ୍କ ସହାନୁଭୂତି ଯୋଗୁ କାର୍ଯ୍ୟସାଧନ କରିପାରିବେ। ବ୍ୟବସାୟିକ ସଫଳତା ଓ କଳା, ସାହିତ୍ୟରେ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ। ଅଭାବ ନଥିଲେ ମଧ୍ୟ ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ ଉଠିବ।*
*✧═════•❁❀❁•═════✧*
*🌹👉ତୁଳା👉ଆଜି ବ୍ୟୟବହୁଳତା ମଧ୍ୟରେ କାର୍ଯ୍ୟସିଦ୍ଧି, ବନ୍ଧୁଙ୍କ ସହଯୋଗ ଓ ହିତୈଷୀଙ୍କ ପରାମର୍ଶ ପାଇ ଖୁସୀ ହେବେ। ପରିବାରର ଅନୁରୋଧକ୍ରମେ କୌଣସି କାମ ସକାଶେ ଭ୍ରମଣରେ ବାହାରି ପାରନ୍ତି। ଉଦ୍ୟୋଗ, ନୂତନ ପ୍ରକଳ୍ପ କିମ୍ବା ବ୍ୟବସାୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ଜଣେ ବ୍ୟକ୍ତିଙ୍କ ସହ ଉଚ୍ଚବାଚ୍ଚ ଘଟିବାର ଆଶଙ୍କା ରହିଛି।*
*✧═════•❁❀❁•═════✧*
*🌹👉ବିଛା👉ଆଜି ଶରୀରିକ ଓ ମାନସିକ ସୁସ୍ଥତା ରକ୍ଷାକରି ଦୈନନ୍ଦିନର ଜୀବନଯାତ୍ରାକୁ ନିଷ୍କଣ୍ଟକ କରିବ। କର୍ମକ୍ଷେତ୍ରରେ ସହକର୍ମୀମାନେ ସହାନୁଭୂତିର ସହ ସହଯୋଗର ହାତ ବଢାଇବେ ସାହିତ୍ୟ,ସାମ୍ବାଦିକତା, ଏଜେନ୍ସିପ୍‌ କ୍ଷେତ୍ରରୁ ସୁଫଳ ମିଳିବ। କଳା,ସାହିତ୍ୟ ଓ ସଙ୍ଗୀତ କ୍ଷେତରେ ପ୍ରତିଦ୍ୱନ୍ଦ୍ୱୀମାନଙ୍କ ମଧ୍ୟରେ ପ୍ରତିଯୋଗିତାର ସମ୍ବାବନା ରହିଛି।*
*✧═════•❁❀❁•═════✧*
*🌹👉ଧନୁ👉ଆଜି ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପା, ସମ୍ମାନଜନକ ପଦବୀ, ସଙ୍ଗକୁ ସମ୍ବର୍ଦ୍ଧିତ ହୋଇପାରନ୍ତି। ପ୍ରଶାସନିକ ସ୍ତରରେ ବିଭିନ୍ନ ଯୋଜନା, ସମ୍ପର୍କୀୟ ଆଲୋଚନା, ଦୂରଯାତ୍ରାର ସୁଯୋଗ ଲାଭକରି ଖୁସୀ ହେବେ। ଘରୋଇ କ୍ଷେତ୍ରରେ ଜମିଜମା କାରବାର, ଗାଡିମୋଟର ମରାମତି ସକାଶେ ଫଳପ୍ରଦ ଆଲୋଚନା କରିପାରନ୍ତି।*
*✧═════•❁❀❁•═════✧*
*🌹👉ମକର👉ଆଜି ଦିନଟିରେ ନୂତନ କାର୍ଯ୍ୟାରମ୍ଭ, ସଭାସମିତି ଓ ବନ୍ଧୁଙ୍କ ସହ ଆଲୋଚନା ସକାରାମତ୍କ ରହିବ। ଅନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ ନାହିଁ। ସହଯୋଗ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହି ଯୁକ୍ତିତର୍କର ଆଶ୍ରୟ ନେଇପାରନ୍ତି।*
*✧═════•❁❀❁•═════✧*
*🌹👉କୁମ୍ଭ👉ଦୀର୍ଘଦିନରୁ ପାଉନଥିବା ଅର୍ଥ କିମ୍ବା ଭବିଷ୍ୟନିଧିରୁ ଟଙ୍କା ପାଇ ଆବଶ୍ୟକତାକୁ ପୂରଣ କରିବେ। ଯେକୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ଜନମଙ୍ଗଳକାର୍ଯ୍ୟ କିମ୍ବା ସଭାସମିତିରେ ଯୋଗ ଦେଲେ ପ୍ରଶଂସିତ ହେବେ। କିନ୍ତୁ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।*
*✧═════•❁❀❁•═════✧*
*🌹👉ମୀନ👉ବନ୍ଧୁ ଗହଣରେ ବହୁ ପ୍ରତିକ୍ଷୀତ କାର୍ଯ୍ୟାରମ୍ଭ କରି ଏକ ପ୍ରକାର ଆତ୍ମତୃପ୍ତି ଅନୁଭବ କରିପାରନ୍ତି। ମାଙ୍ଗଳିକ କାର୍ଯ୍ୟ, ଜମିଜମା କ୍ରୟ କିମ୍ବା ଗୃହରମ୍ଭ, ପ୍ରତିଷ୍ଠାଦି ଓ ପ୍ରୀତି ପ୍ରଦାୟକ ରହିବ। ଉଚ୍ଚବର୍ଗଙ୍କ ସହାୟତା, ପାଖ ପଡ଼ୋଶୀଙ୍କ ଆଦର, ଅଭ୍ୟର୍ଥନା ସଙ୍ଗକୁ ବିଭିନ୍ନ କ୍ଷେତ୍ରରେ ସଫଳତାର ଝଲକ ଦେଖିପାରିବେ।*
*✧═════•❁❀❁•═════✧*