November 26, 2024

Day: August 22, 2024

ଗୋପବନ୍ଧୁ ଆୟୁର୍ବେଦିକ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀଙ୍କ ବିଦାୟ କାଳୀନ ସମ୍ବୋର୍ଦ୍ଧନା ଉର୍ତ୍ସବ ଅନୁଷ୍ଠିତ ..

  ପୁରୀ ଗୋପବନ୍ଧୁ ଆୟୁର୍ବେଦିକ ମହାବିଦ୍ୟାଳୟ ର ୨୦୧୮ରୁ ୨୦୨୪ ପର୍ଯ୍ୟନ୍ତ ଅଧୟନ କରୁଥିବା ଛାତ୍ରଛାତ୍ରୀ ମାନଙ୍କୁ ବିଦାୟକାଳୀନ ସମ୍ବୋର୍ଦ୍ଧନା ଦିଆଯାଇଛି l ଏହି କାର୍ଯ୍ୟକ୍ରମକୁ ମୁଖ୍ୟ...

ଚଳିତ ମାସରେ ଇ.ସି.ଏଚ.ଏସ୍ ସହ ଇ 24 ହସ୍ପିଟାଲ ର ତାଲିକାଭୁକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ..

ଚଳିତ ମାସରେ ଇ.ସି.ଏଚ.ଏସ୍ ସହ ଇ 24 ହସ୍ପିଟାଲ ର ତାଲିକାଭୁକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଇ.ସି.ଏଚ.ଏସ୍ ପୁରୀ ର ଭାରପ୍ରାପ୍ତ ଅଧିକାରୀ କ୍ୟାପଟେନ ନୀଳକଣ୍ଠ ସାହୁ...

ଜିଲ୍ଲାରେ ୯୨୫ ଜଣ ଛାତ୍ରଛାତ୍ରୀଙ୍କୁ ମିଳିବ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

  ପାରଳାଖେମୁଣ୍ଡି,ତା ୨୨.୦୮.୨୦୨୪   ପବିତ୍ର ଗୁରୁଦିବସ ପାଳନ ଅବସରରେ ସେପ୍ଟେମ୍ବର ୫ରେ ଓଡ଼ିଶା ରାଜ୍ୟ ସରକାରଙ୍କ ଆନୁକୂଲ୍ୟରେ ରାଜ୍ୟସ୍ତରରେ ଓ ଜିଲ୍ଲାସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର...

“ମାଁ ପାଇଁ ଗଛ ଟିଏ “କଂସର ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ll 

    ବରଗଡ/ପଦ୍ମପୁର : (ଜୟନ୍ତ କୁମାର ସେଠ) ଭାରତର ଯଶସ୍ବୀ ପ୍ରଧାନ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଙ୍କ ଆହ୍ୱାନ କ୍ରମେ ବରଗଡ ଜିଲ୍ଲା ପଦ୍ମପୁର...

ନବରଙ୍ଗପୁର ଠାରେ ଜିଲ୍ଲା ସାମ୍ବାଦିକ ସଂଘ ଓ ବନବିଭାଗ ପକ୍ଷରୁ ବୃକ୍ଷରୋପଣ……….

    ନଵରଙ୍ଗପୁର:-୨୨/୦୮/୨୦୨୪ (ଏମ୍.ଦିନା°ଶୁ ଆଚାରୀ) ନଵରଙ୍ଗପୁର ଜିଲ୍ଲା ଓ୍ବାର୍କିଙ୍ଗଜର୍ଣ୍ଣାଲିଷ୍ଟ ୟୁନିୟନ ଓ ବନବିଭାଗ ମିଳିତ ଉଦ୍ୟମରେ ନବରଙ୍ଗପୁର ୨୬ନମ୍ଵର ଜାତୀୟରାଜପଥ ପାର୍ଶ୍ବର ବୃକ୍ଷରୋପଣ କରାଯାଇଛି। ୨୭ନମ୍ବର...

ନବରଙ୍ଗପୁର ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର……….

ନବରଙ୍ଗପୁର:-୨୨/୦୮/୨୦୨୪ (ଏମ୍.ଦିନାଶୁ ଆଚାରୀ) ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ଓଡିଶା ଆଦର୍ଶ ବିଦ୍ୟାଳୟ, ନବରଙ୍ଗପୁର ପ୍ରାଙ୍ଗଣରେ “ ଅଧାରୁ ପାଠ ଛାଡିଥିବା ଶିଶୁ ମାନଙ୍କୁ...

ଜୋର ଧରିଲା ପାରାଦ୍ୱୀପ ଦୋଛକି ରୁ ଅଠର ବାଙ୍କୀ ଓଭର ବ୍ରିଜ ନିର୍ମାଣ ଦାବୀ 

  ପାରାଦ୍ୱୀପ ::-ଜଗତସିଂହପୁର ଜିଲ୍ଲାର ପାରାଦ୍ୱୀପ ବନ୍ଦର ପଣ୍ୟଦ୍ରବ୍ୟ ପରିବହନ ରେ ବିଶ୍ୱରେ ଅଗ୍ରଣୀ ବନ୍ଦରର ମାନ୍ୟତା ପାଇଛି |ଯାହାଫଳରେ ଏହାର ଉପକଣ୍ଠ ରେ ଅନେକ ଗୁଡିଏ...

ଜାତୀୟ ସେବା ଯୋଜନା ପକ୍ଷରୁ ବୃକ୍ଷରୋପଣ

    ବେଲଗୁଣ୍ଠା, 22/08, ବେଲଗୁଣ୍ଠା ବ୍ଲକ୍ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I...

ପାଇଲିପଡ଼ା ସରପଞ୍ଚଙ୍କ ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ 

  ଭଞ୍ଜନଗର,୨୨/୮- ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଲକ ପାଇଲିପଡ଼ା ବିଜେଡି ସମର୍ଥିତ ସରପଞ୍ଚ ଜୟରାମ ନାୟକଙ୍କ ବିରୁଦ୍ଧରେ ଗୁରୁବାର ଅନାସ୍ଥା ପ୍ରସ୍ତାବ ଆସିଛି। ଏନେଇ ସଂମ୍ପୃକ୍ତ ପଂଚାୟତର...

ବାଇକ ଧକ୍କାରେ ମନ୍ଦିର ପୂଜକ ଗୁରୁତର 

ବୁଗୁଡା : ତା ୨୨/୦୮/୨୪ : ବୁଗୁଡା ବ୍ଲକ ବି.କରଡ଼ାବାଡ଼ି ଗାଁ ଚୈତନ୍ୟ ମନ୍ଦିର ନିକଟରେ ବାଇକ୍ ଦୁର୍ଘଟଣାରେ ଜଣେ ଗୁରୁତର ହୋଇ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.