June 17, 2026

ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀଙ୍କ ଦ୍ୱାରା ବିଭିନ୍ନ ଯୋଜନା ମାନଙ୍କର ଅନୁଧ୍ୟାନ. 

IMG-20240822-WA0026
Share

 

 

କାଶୀନଗର

ତା 22/8/24

କାଶୀନଗର ପଞ୍ଚାୟତ ସମିତି ବୈଠକ ଗୃହ ମଧ୍ୟରେ ଆଜି ଗଜପତି ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଡ଼. ଗୁଣନିଧି ନାୟକଙ୍କ ଉପସ୍ଥିତି ରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି. ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା କିପରି କାଶୀନଗର ମଧ୍ୟରେ ଥିବା ପ୍ରତ୍ୟେକ ପଞ୍ଚାୟତ ରେ କାର୍ଯ୍ୟକାରୀ ହେଉଛି ତାହା ବୈଠକରେ ଅନୁଧ୍ୟାନ କରାଯାଇଥିଲା. ଏହି ବୈଠକ ରେ କାଶୀନଗର ବିଡ଼ିଓ ଦମ୍ବୁରୁ ଧର ମଲ୍ଲିକ, ବ୍ଲକ ଅଧ୍ୟକ୍ଷା ବାଲା ସାଇମ୍ମା, ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ ନାରାୟଣ ପାଢ଼ୀ ଙ୍କ ସହ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ମାନେ ବୈଠକ ରେ ଉପସ୍ଥିତ ରହିଥିଲେ.

 

ଗଜପତି ଜିଲ୍ଲା କାଶୀନଗରରୁ ରାଧାନାଥ ଚୌଧୁରୀଙ୍କ ରିପୋର୍ଟ

You may have missed