November 26, 2024

Day: September 22, 2024

ନୂଆଖାଇ କମିଟି ପକ୍ଷରୁ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ। 

  ବୋଲଗଡ଼,(ଉପାନ୍ତ ଖବର): ବୋଲଗଡ଼ ବ୍ଲକ ଖଙ୍ଗୁରିଆ ପଞ୍ଚାୟତ ଅନ୍ତର୍ଗତ ସଂପୁର ସ୍ଥିତ ରଜ ପଡିଆ ଠାରେ ଚାରା ରୋପଣ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ...

ଲାଲସିଂ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ 

  ଭଂଜନଗର, ୨୧ ସେପ୍ଟେମ୍ବର : ଭଂଜନଗର ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ଲାଲସିଂ କ୍ଲଷ୍ଟର ରାଜକୁଣ୍ଡୁ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ...

କବିତା ସଂକଳନ ପୁସ୍ତକ “ମାଟିର ମୋହ” ଉନ୍ମୋଚିତ 

ବୁଗୁଡ଼ା : ତା ୨୨/୦୮/୨୪ : ବିଶିଷ୍ଟ କବି ତଥା ସୁନାମଧନ୍ୟ ସାହିତ୍ୟିକ ଡକ୍ଟର କୁଳମଣି ଓଝାଙ୍କ ମୁଖବନ୍ଧ ଏବଂ କବି ସୁଶାନ୍ତ ଜେନା ଓ ଲିଙ୍ଗରାଜ...

ବୁଗୁଡ଼ା ଏନଏସିରେ ‘ସ୍ବଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମ 

ବୁଗୁଡ଼ା : ତା ୨୨/୦୮/୨୪ : ବୁଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଗତ ୧୭ ତାରିଖ ଦିନ 'ସ୍ବଚ୍ଛତା ହିଁ ସେବା' କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି ।...

ନୁଆଁଖାଇ ଭେଟଘାଟ” କାର୍ଯ୍ୟକ୍ରମ ରେ ଜନ କଲ୍ୟାଣ ସେବା ଟ୍ରଷ୍ଟ ସମ୍ମାନିତ

    ସମ୍ବଲପୁର,(ରାଜାରାମ ଷଡ଼ଙ୍ଗୀ): ବରଗଡ ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ “ଜନ କଲ୍ୟାଣ ସେବା ଟ୍ରଷ୍ଟ” କୁ ସମ୍ବଲପୁର ର ସାମାଜିକ ଅନୁଷ୍ଠାନ ଡଃ ଜନନୀ...

ଗୋବରା ପ୍ରଫୁଲ୍ଲ କୁମାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଇନ୍ ସଚେତନତା ଶିବିର

  ବେଲଗୁଣ୍ଠା,22/09, ବେଲଗୁଣ୍ଠା ବ୍ଳକ୍ ଗୋବରା ସ୍ଥିତ ପ୍ରଫୁଲ୍ଲ କୁମାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଭଞ୍ଜନଗର ତାଲୁକ୍ ଲିଗାଲ୍ ସର୍ଭିସ୍ କମିଟି ଆନୁକୂଲ୍ୟରେ ଏକ...

ପୁରୀ ଜିଲ୍ଲା ସ୍କୁଲ୍ ପରିସରରେ ୬୮ ତମ ରାଜ୍ୟ ସ୍ତରୀୟ ୧୪ ଓ ୧୭ ବର୍ଷରୁ କମ୍ ବାଳକ ବାଳିକା ଖୋ ଖୋ କ୍ରୀଡ଼ା ପ୍ରତିଯୋଗିତା ୨୦୨୪-୨୫ ଉଦ୍ଘାଟିତ ହୋଇଯାଇଛି

     ତା- ୨୨-୯-୨୪ ରିଖ ପୁରୀ ଜିଲ୍ଲା ସ୍କୁଲ୍ ପରିସରରେ ୬୮ ତମ ରାଜ୍ୟ ସ୍ତରୀୟ ୧୪ ଓ ୧୭ ବର୍ଷରୁ କମ୍ ବାଳକ ବାଳିକା...

ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ…

     *ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ *ଇଣ୍ଡିଆନ ଫେଡରେସନ ଅଫ୍ ଟ୍ରେଡ଼ ୟୁନିଅନ(IFTU)* * କେନ୍ଦ୍ର ସରକାର ଙ୍କ ଦ୍ୱାରା ଚାରି ଲେବର କୋଡ଼ ବାତିଲ...

ଅଣ ସଂକ୍ରାମକ ରୋଗ ଚିହ୍ନଟ ଶିବିର 

    ସମ୍ବଲପୁର,(ରାଜାରାମ ଷଡ଼ଙ୍ଗୀ): ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଭୁତାପଡା ତରଫରୁ ସୁନାପାଲି ଠାରେ ଅଣ ସଂକ୍ରାମକ ରୋଗ ଚିହ୍ନଟ ଶିବିର ଆୟୋଜନ ହୋଇ ଥିଲା। ଏଥିରେ...

ସୋମନାଥ ସରକାରୀ ଅଭ୍ୟାସ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସମ୍ମିଳନୀ 

  ଭଂଜନଗର, ୨୧ ସେପ୍ଟେମ୍ବର : ଭଂଜନଗର ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ଲାଲସିଂ କ୍ଲଷ୍ଟରର ସୋମନାଥ ସରକାରୀ ଅଭ୍ଯାସ ଉଚ୍ଚ ବିଦ୍ୟାଳୟ ଠାରେ ଭଞ୍ଜନଗର...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.