November 26, 2024

Day: September 22, 2024

ଗଜପତି:- ନିଯୁକ୍ତି ଭିତ୍ତିକ ତାଲିମ ପ୍ରଦାନ ପାଇଁ ଚୁକ୍ତିନାମା ସ୍ଵାକ୍ଷରିତ କାର୍ଯ୍ୟକ୍ରମ ଅନୁଷ୍ଠିତ ।

  ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠସ୍ଥ ରାଜ ସିତାପୂର ନିକଟରେ ଥିବା ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟ କେମ୍ପସ ଠାରେ ନିଯୁକ୍ତି ଭିତ୍ତିକ ତାଲିମ ପ୍ରଦାନ...

ରାୟଗଡା ଜିଲ୍ଲା ବିଜେଡି ସମୀକ୍ଷା ବୈଠକରେ ବିଷ ଓଗାଳିଲେ କର୍ମୀ, ଦଳ ପରାଜୟ ପାଇଁ ଶତପ୍ରତିଶତ ଦାୟୀ ରାୟଗଡା ଜ଼ିଲ୍ଲା ବିଜେଡି ପ୍ରଭାରୀ ଅତନ ଓ ଭାସ୍କର ରାଓ ,ସୁଧୀର ଙ୍କ ଗୋଷ୍ଠୀକନ୍ଦଳ ଦାୟୀ କଲେ !            

ରାୟଗଡା ଜିଲ୍ଲା ବିଜେଡି ସମୀକ୍ଷା ବୈଠକରେ ବିଷ ଓଗାଳିଲେ କର୍ମୀ, ଦଳ ପରାଜୟ ପାଇଁ ଶତପ୍ରତିଶତ ଦାୟୀ ରାୟଗଡା ଜ଼ିଲ୍ଲା ବିଜେଡି ପ୍ରଭାରୀ ଅତନ ଓ ଭାସ୍କର...

ଜିଲ୍ଲା ପରାମର୍ଶଦାତା କମିଟି ବୈଠକ ଅନୁଷ୍ଠିତ। 

ରାୟଗଡ଼ : ରାୟଗଡ଼ ଜିଲ୍ଲାପାଳ ଶ୍ରୀମତି ପାରୁଲ ପଟ୍ଟାୱରଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି ପି ସି ଏଣ୍ଡ ପି ଏନ୍ ଡି ଟି ଜିଲ୍ଲା ପରାମର୍ଶଦାତା...

ରାୟଗଡା ଜିଲ୍ଳା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା (ଦିଶା) କମିଟି ବୈଠକ

  ରାୟଗଡା: ରାୟଗଡା ଜିଲ୍ଳା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା(ଦିଶା)କମିଟି ବୈଠକ ସ୍ଥାନୀୟ ଜିଲ୍ଳା ପରିଷଦ ସମ୍ମିଳନୀ କକ୍ଷରେ କମିିଟିର ଅଧ୍ୟକ୍ଷ ତଥା କୋରାପୁଟ ଲୋକସଭା ସାଂସଦ...

କର୍ଣ୍ଣାଟକ ରାଜ୍ୟ ବିଜେପି ର ପୂର୍ବତନ ସଭାପତି ଙ୍କ ରାୟଗଡା ଗସ୍ତ 

  ରାୟଗଡା : କର୍ଣ୍ଣାଟକ ରାଜ୍ୟ ର ବିଜେପି ର ପୂର୍ବତନ ସଭାପତି ତଥା ପୂର୍ବତନ ଲୋକସଭା ସାଂସଦ ଶ୍ରୀ ନଳିନୀ କାନ୍ତିଲା ଜି ଗତ କାଲି...

ନିରାପଦ ସ୍ଥାନାନ୍ତରଣ ଓ ଚାଲାଣର ପ୍ରତିକାର ପାଇଁ ସଚେତନତା ଅଭିଯାନ l 

    ପଦ୍ମପୁର : (ଜୟନ୍ତ କୁମାର ସେଠ) ବରଗଡ ଜିଲ୍ଲା ପଦ୍ମପୁର ଅନ୍ତର୍ଗତ ମହୁଲପାଲି ଠାରେ ଜିଲ୍ଲା ସ୍ତରୀୟ ନିରାପଦ ସ୍ଥାନାନ୍ତରଣ ଓ ଚାଲାଣର ପ୍ରତିକାର...

ପଦମପୁର ପର୍ଶୁରାମ ବାହିନୀ ଆନୁକୁଲ୍ୟ ରେ ରକ୍ତଦାନ ଶିବିର ଅନୁଷ୍ଠିତ 

  ପଦ୍ମପୁର : (ଜୟନ୍ତ କୁମାର ସେଠ) ରକ୍ତ ଭଣ୍ଡାର ରେ ରକ୍ତ ର ଆବଶ୍ୟକତା କୁ ଦୃଷ୍ଟିରେ ରଖି ପଦମପୁର ପର୍ଶୁରାମ ବାହିନୀ ଆନୁକୁଲ୍ୟ ରେ...

ଆଜିର ରାଶିଫଳ…

  *✧═════•❁❀❁•═════✧* *🌹ମେଷ🌷👉: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.