March 11, 2026

କୋଟପାଡ ସରସ୍ଵତୀ ବିଦ୍ୟା ମନ୍ଦିରର ୩୧ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ..

hjbj
Share

କୋରାପୁଟ ଜ଼ିଲ୍ଲା କୋଟପାଡ଼ ସରସ୍ବତୀ ବିଦ୍ୟା ମନ୍ଦିର ପ୍ରାଙ୍ଗଣରେ ଆଜି ଏକତ୍ରିସ ତମ ବାର୍ଷିକ ଉତ୍ସବ ମହା ଆଡମ୍ବର ସହ ପାଳନ ହୋଇ ଯାଇଛି. ଏହି ଉତ୍ସଵ ରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ସାଂସଦ ରମେଶ ଚନ୍ଦ୍ର ମାଝୀ, ସଂମାନିୟ ଅତିଥି ଭାବେ ସ୍ଥାନୀୟ ବିଧାୟିକା ଶ୍ରୀମତୀ ପଦ୍ମିନୀ ଦିଆନ ଯୋଗ ଦେଇ ଥିଲେ।କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ଙ୍କ ଦ୍ୱାରା ମାନପତ୍ର ସହ ପୁରସ୍କାର ବିତରଣ କରାଯାଇଥିଲା। ଅତିଥୀଙ୍କ ସହ ଶ୍ରୀରଙ୍ଗ ନାୟକ ସୁନୀଲ ଦାସ ପ୍ରଧାନ ଆଚାର୍ଯ୍ୟ ଶ୍ରୀ ବିନୟ କୁମାର ମୁଣ୍ଡ ମଞ୍ଚାସିନ ଥିଲେ ଶ୍ରୀ ଶେଖର ଚନ୍ଦ୍ର ଦାସ ମଞ୍ଚ ପରିଚାଳନା କରିଥିଲେ।
(କୋରାପୁଟ ଜ଼ିଲ୍ଲା ପ୍ରତିନିଧି ଶ୍ରୀ ହରିଶ କୁମାର ପଟ୍ଟନାୟକ ଙ୍କ ରିପୋର୍ଟ ଉପାନ୍ତ ଖବର )

You may have missed