November 26, 2024

Day: August 23, 2024

ଗଜପତି:- ମହେନ୍ଦ୍ରଗିରି ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ଉଚ୍ଚ ବିଦ୍ୟାଳୟ ଠାରେ ସଂସ୍କୃତ ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନ'ଙ୍କ ପୌରହିତ୍ୟରେ...

ଗଜପତି:- ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପିଏମ୍-ଜନମନ ଅଭିଯାନ ରଥର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ

  ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଆଜି ପିଏମ୍-ଜନମନ ଅଭିଯାନ ରଥକୁ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ...

ବୁଗୁଡ଼ାରେ ବଢି ଚାଲିଛି ମଶାଙ୍କ ଉପଦ୍ରବ, ଏନ୍‌ଏସି ଅଫିସରେ ଖତ ଖାଉଛି ଟିଫା ମେସିନ 

  ବୁଗୁଡ଼ା : ତା ୨୩/୦୮/୨୪ : ବୁଗୁଡ଼ା ସହରରେ ଘନ ଘନ ବିଦ୍ୟୁତ କାଟ ସାଙ୍ଗକୁ ମଶାଙ୍କ ଆକ୍ରମଣ ବେଡି ଉପରେ କୋରଡ଼ା ମାଡ ସଦୃଶ୍ୟ...

ଲୁହା ତାର ଫାଶରୁ ଉଦ୍ଧାର କୃଷ୍ଣସାର ମୃଗର ମୃତ୍ୟୁ 

  ବୁଗୁଡା : ତା ୨୩/୦୮/୨୪ : ବୁଗୁଡା ବନାଞ୍ଚଳ ଅନ୍ତର୍ଗତ ତାଳସାକର-ବୁରୁଝୋଳା ରାସ୍ତା କଡ ବିଲରେ ବିଛା ଯାଇଥିବା ଲୁହା ତାର ଫାଶରେ ପଡି ଛଟପଟ...

ଭାରତୀୟ ତୈଳ ନିଗମର ଅଫ ସାଇଟ ଜରୁରୀକାଳୀନ ମକ୍ ଡ୍ରିଲ୍

  ବରଗଡ : ୨୨.୦୮(ଜୟନ୍ତ କୁମାର ସେଠ)ସମ୍ବଲପୁର-ସରେଇପାଲି ପାଇପଲାଇନ ଅଞ୍ଚଳରେ ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ଏବଂ ଭାରତୀୟ ତୈଳ ନିଗମ (ଆଇଓସିଏଲ) ମଧ୍ୟରେ...

ବ୍ଲକସ୍ତରୀୟ ସମ୍ପୂର୍ଣ୍ଣତା ଅଭିଯାନର ୨ୟ ସମୀକ୍ଷା ବୈଠକ

    ବରଗଡ଼ :୨୩.୦୮(ଜୟନ୍ତ କୁମାର ସେଠ) ବରଗଡ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଗତ ଜୁଲାଇ ମାସ ୬ ତାରିଖରେ ପାଇକମାଲ ବ୍ଲକଠାରେ ଶୁଭାରମ୍ଭ ହୋଇଥିବା...

ବ୍ଲକସ୍ତରୀୟ ପି .ପି. ଆର୍ (ଛେଳି ମଡକ )ରୋଗ ସଚେତନତା କାର୍ଯକ୍ରମ ଅନୁଷ୍ଠିତ

  ରାମନାଗୁଡ଼ା ରାୟଗଡ଼ା ଜିଲ୍ଲା ରାମନାଗୁଡ଼ା ଗୋଷ୍ଠୀ ପ୍ରାଣୀ ଚିକିତ୍ସାଳୟ ପରିସର ମଧ୍ୟରେ ଜାତୀୟ ପ୍ରାଣୀ ରୋଗ ନିୟନ୍ତ୍ରଣ କାର୍ଯକ୍ରମ୨୦୨୩-୨୪ ଆନୁକୁଲ୍ୟରେ ପି .ପି. ଆର୍ (ଛେଳି...

ଶିକ୍ଷକଙ୍କ ମାଡ଼ରେ ବହୁ ଛାତ୍ରୀ ଲହୁଲୁହାଣ ..

  ବେଲଗୁଣ୍ଠା, 23/08, ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ଗୋବରା ପଂଚାୟତର ବାସୁଦେବପୁର ବାଳିକା ଉଚ୍ଚ ବିଦ୍ୟାଳୟରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ରବିନାରାୟଣ ଗୌଡ଼ଙ୍କ ମାଡ଼ରେ ନବମ ଶ୍ରେଣୀର...

ଗଜପତି:- ପିଏମଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟରେ ” ଜାତୀୟ ମହାକାଶ ଦିବସ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ

  ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଉପଖଣ୍ଡ ବେତାଗୁଡ଼ା ସ୍ଥିତ ପିଏମଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟରେ "ଜାତୀୟ ମହାକାଶ ଦିବସ" ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.