April 29, 2026

ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ,ଏଣିକି ସୋମବାର ହେବନି କୌଣସି ସରକାରୀ ବୈଠକ

IMG-20260124-WA0037
Share

 

 

 

*ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା । ଏଣିକି ସୋମବାର ହେବନି କୌଣସି ସରକାରୀ ବୈଠକ । ସବୁ ବିଭାଗକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ । ପ୍ରତ୍ୟେକ ସୋମବାର ସରକାରୀ କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି ରହୁଥିବାରୁ ନିଆଯାଇଛି ଏଭଳି ନିଷ୍ପତ୍ତି ।*

 

*ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା । ଏଣିକି ସୋମବାର ହେବନି କୌଣସି ସରକାରୀ ବୈଠକ । ସବୁ ବିଭାଗକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ । ପ୍ରତ୍ୟେକ ସୋମବାର ସରକାରୀ କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି ରହୁଥିବାରୁ ନିଆଯାଇଛି ଏଭଳି ନିଷ୍ପତ୍ତି । ଏଣୁ ସୋମବାର କୌଣସି ବିଭାଗ ବୈଠକ ରଖିବେ ନାହିଁ । ଅଭିଯୋଗ ଶୁଣାଣିକୁ ଗୁରୁତ୍ୱ ଦେବେ । ଏନେଇ ସଚିବ ସ୍ତରୀୟ ବୈଠକରେ ଆଲୋଚନା ସହ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ । ଏହା ସହ ପ୍ରତ୍ୟେକ ମାସ ତୃତୀୟ ଶନିବାର ଭିତ୍ତିଭୂମି ପ୍ରକଳ୍ପର ହେବ ସମୀକ୍ଷା । ୧୦ରୁ ୧୧ଟି ପ୍ରକଳ୍ପର ସମୀକ୍ଷା କରାଯିବ ବୋଲି ସୂଚନା ମିଳିଛି ।*

You may have missed