March 10, 2026

ରାଷ୍ଟ୍ରପତିଙ୍କ ଗସ୍ତକୁ ସମ୍ପୁର୍ଣ୍ଣ ତ୍ରୁଟିଶୂନ୍ୟ କରିବାକୁ ନିର୍ଦ୍ଦେଶ

IMG-20260124-WA0060
Share

 

ନନିରଲେଶ୍ବର (ଦେବାଶିଷ ଦାଶ)

 

ଓଡ଼ିଶା ଗସ୍ତରେ ଆସୁଥିବା ମହାମହିମ ରାଷ୍ଟ୍ରପତିଙ୍କ ଗସ୍ତକୁ ତ୍ରୁଟି ଶୂନ୍ୟ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ ଫେବ୍ରୁଆରି ୨ରୁ ୭ ଯାଏ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

୨ରେ ଭୁବନେଶ୍ବରରେ ପହଞ୍ଚି ରାତ୍ରୀଯାପନ କରିବେ ରାଷ୍ଟ୍ରପତି ବ୍ୟାପକ ପ୍ରସ୍ତୁତି ସହ କଡ଼ା ସୁରକ୍ଷା ବ୍ୟବସ୍ଥା ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ ୩ ତାରିଖ ସକାଳେ ଯାଜପୁରରେ ମା’ ବିରଜାଙ୍କ ଦର୍ଶନ କରିବେ ରାଷ୍ଟ୍ରପତି

ପରେ ପରେ ବାଲେଶ୍ବର ଫକୀର ମୋହନ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ କାର୍ଯ୍ୟକ୍ରମରେ ଯୋଗ ଦେବେ .୫ ଓ ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଏକାଧିକ କାର୍ଯ୍ୟକ୍ରମ ରେ ରହିବେ ରାଷ୍ଟ୍ରପତି.

୭ ତାରିଖରେ ଓଡ଼ିଶାରୁ ଛତିଶଗଡ଼ ଅଭିମୁଖେ ଯାତ୍ରା କରିବେ ରାଷ୍ଟ୍ରପତି