June 18, 2026

 ବିବେକାନନ୍ଦ ଶିଶୁ ଶିକ୍ଷା ପ୍ରତିଷ୍ଠାନର 26 ତମ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ…

iu99
Share

 

ବେଲଗୁଣ୍ଠା,  ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁର ସ୍ଥିତ ବିବେକାନନ୍ଦ ଶିଶୁ ଶିକ୍ଷା ପ୍ରତିଷ୍ଠାନର 26 ତମ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି I ଏହି ଅବସରରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ନୀଳମଣି ବିଷୋୟୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ବେହେରା ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତାରୂପେ ଗାଙ୍ଗପୁର ଶରତଚନ୍ଦ୍ର ପଣ୍ଡା ସ୍ମାରକୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ସାହୁ ଯୋଗ ଦେଇଥିଲେ I ସେହିପରି ସମ୍ମାନୀତ ଅତିଥି ରୂପେ ଗାଙ୍ଗପୁର ବନପାଳ ଜୀବାନନ୍ଦ ତ୍ରୀପାଠୀ, ପରିଚାଳନା କମିଟି ସମ୍ପାଦକ ସୀମାଞ୍ଚଳ ପୃଷ୍ଟି,ସଦସ୍ୟ ଦିବାକର ବିଷୋୟୀ, ଦେବରାଜ ସ୍ୱାଇଁ,ପ୍ରଧାନ ଆଚାର୍ଯ୍ୟା ସସ୍ମିତା ମାଝୀ,ଗ୍ରାମ୍ୟ କମିଟି ସଭାପତି ଶଙ୍କର୍ଷଣ ବିଷୋୟୀ, ପୂର୍ବତନ ଗ୍ରାମ୍ୟ କମିଟି ସଭାପତି ନିତ୍ୟାନନ୍ଦ ବିଷୋୟୀ, ସମାଜସେବୀ ପ୍ରକାଶ ଚନ୍ଦ୍ର…
( ଵେଲଗୁଣ୍ଟା, ରିପୋର୍ଟ ପଞ୍ଚାନନ, ସାହୁ)

You may have missed