April 25, 2026
Screenshot_2023-07-25-18-51-23-324_com.miui.videoplayer
Share

ଓଡିଶା ଗସ୍ତରେ ରାଷ୍ଟ୍ରପତି

ଭୁବନେଶ୍ୱର: ଆଜି ଓଡିଶା ରେ ପହଁଚି ଛନ୍ତି ରାଷ୍ଟ୍ରପତି l ଦ୍ରୌପଦୀ ମୁର୍ମୁ। ସେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆଜି ସଂଧ୍ୟା ୬ଟା ୮ରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ପହଞ୍ଚିଲା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା, ପୁଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ପ୍ରମୁଖ ସ୍ବାଗତ ଜଣାଇଛନ

ଭୁବନେଶ୍ୱର ରୁ ସମୀର ରଞ୍ଜନ ନାୟକ ଙ୍କ ରିପୋର୍ଟ