November 26, 2024

Day: September 25, 2024

ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ରାଜ୍ୟସ୍ତରୀୟ ଭଲିବୋଲ ପ୍ରତିଯୋଗିତା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ 

    ପାରଳାଖେମୁଣ୍ଡି:୨୫/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ଭଲିବୋଲ ପ୍ରତିଯୋଗିତା...

ମୋହନା ବ୍ଲକ ବାଘମାରି ପଞ୍ଚାୟତରଶିକୁଳିପଦର ଗ୍ରମର ଆଦିବାସୀ ମହିଳା କାର୍ପେଟ ତିଆରି କରି ସ୍ୱାବଲମ୍ୱୀ ହେଲେ

  ପାରଳାଖେମୁଣ୍ଡି;୨୫/୯(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ୫ଟି ଆଦିବାସୀ ଅଧ୍ୟୁଷିତ ବ୍ଲକ ଅଞ୍ଚଳରେ ପାହାଡ଼ କୋରଡରେ ନିଜ ଜୀବନ କାଟନ୍ତି ଆଦିବାସୀ ମାନେ।ଆଜିବି ବହୁ ସ୍ଥାନରେ...

କୁଜଙ୍ଗ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ ପକ୍ଷରୁ ବନବିହାରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଅଛି। ଏହି ଶିବିରକୁ...

ଗଜପତି:- ଜିଲ୍ଲାସ୍ତରୀୟ “ପୋଷଣ ମାସ” ପାଳନ ଅବସରରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ 

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ୟୁନିଅନ ବ୍ୟାଙ୍କର ଆରସେଟି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଗଜପତି ଜିଲ୍ଲା ସମାଜ କଲ୍ୟାଣ ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ପୋଷଣ...

ସ୍ୱାସ୍ଥ୍ୟ ସଚେତନତାର ବାର୍ତା ଦେଇ ଥାଏ ଦ୍ୱିତୀୟା ଓଷାର ଘାଣ୍ଟ ତର କାରୀ ପାଇଁ ଆବଶ୍ୟକ ଥିବା ପନିପରିବା। 

    ବୋଲଗଡ଼,(ଉପାନ୍ତ ଖବର):ଓଡ଼ିଶା ର ଏକ ନିଜସ୍ୱ ପାରମ୍ପାରିକ ପର୍ବ ହେଉଛି ଦ୍ୱିତୀୟା ଓଷା।ଦ୍ୱିତୀୟା ଓଷା କଥାପଡିଲେ ଘାଣ୍ଟ ତରକାରୀ କଥା ମନେ ପଡିଥାଏ। ଯାହାକି...

ଉମରକୋଟ ଠାରେ ବ୍ଲକ ସ୍ତରୀୟ ସଂସ୍କୃତ ଦିବସ ପାଳିତ………..

    ଉମରକୋଟ:- (ଏମ୍.ଦିନା°ଶୁ ଆଚାରୀ) ଉମରକୋଟ ବ୍ଲକ ସ୍ତରୀୟ ସଂସ୍କୃତ ଦିବସ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ‌ଉମରକୋଟଠାରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ...

ଆଜିର ଖବର….

    ୧-ଶିକ୍ଷା ବ୍ୟବସ୍ଥାରେ ସର୍ବୋତ୍ତମ ପ୍ରଣାଳୀ ଆଣିବା ପାଇଁ ସରକାର ଚେଷ୍ଟା ଜାରି ରଖିଛନ୍ତି: ମୁଖ୍ୟମନ୍ତ୍ରୀ   ୨-ଭୁବନେଶ୍ୱର:୪୯୫୪ କୋଟି ଟଙ୍କାର ୩୧ଟି ବୃହତ୍ ପ୍ରକଳ୍ପକୁ...

ଆଜିର ରାଶିଫଳ..

*✧═════•❁❀❁•═════✧* *🍁ମେଷ🍁👉ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.