ଗାଁ କୁ ରାସ୍ତା, ବିଜୁଳି ଆଲୁଅ ଓ ପାନୀୟ ଜଳ ଦାବିରେ ଭଞ୍ଜନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅହରାତ୍ର ଗଣଧାରଣା ଖନ୍ଧା ଖୋଳି ହଣ୍ଡା ବସାଇ ତାଳଖମଣ, ମଣ୍ଡା ପଥର, ଡାଙ୍ଗିଭୁଇଁ ଓ ଡେଲିଙ୍ଗିପଦର ଆଦିବାସୀ ଉପଜିଲ୍ଲାପାଳଙ୍କ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ, ପ୍ରଥମେ କାମ ପାଇଁ ଅଡି ବସିଛନ୍ତି
ଭଞ୍ଜନଗର, ୨୬/୦୨. ଅଖିଳ ଭାରତ କ୍ରାନ୍ତିକାରୀ କୃଷକ ସଭା ଓ ଆଦିବାସୀ ଭାରତ ମହାସଭା ନେତୃତ୍ବରେ ଭଞ୍ଜନଗର ବ୍ଲକ ଛକ ରୁ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା...