ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ KYN @Arogya Jog Yatra କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି..
ପାରଳାଖେମୁଣ୍ଡି:୨୬/୩ (ଗରୁଡ଼ ଧ୍ୱଜ ଚୌଧୁରୀ) ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ପରିସରରେ ଏକ ସ୍ବତନ୍ତ୍ର ସ୍ବାସ୍ଥ୍ୟ ସମ୍ବନ୍ଧୀୟ କାର୍ଯ୍ୟକ୍ରମର ଆୟଯୋନ...