ପ୍ରବଳ ବର୍ଷା ସମ୍ଭାବନା ଯୋଗୁଁ ୧୮ ଜିଲ୍ଲାପାଳ ଙ୍କ ସହ କଥା ହେଲେ SRC

IMG-20250926-WA0056
Share

 

ଭୁବନେଶ୍ୱର  ,

 

ସମ୍ଭାବ୍ୟ ଅବପାତଜନିତ ବର୍ଷା ନେଇ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସତର୍କ କରାଇଛନ୍ତି SRC। ୧୮ ଜିଲାର ଜିଲାପାଳଙ୍କ ସହ କଥା ହୋଇଛନ୍ତି ଏସ୍‌ଆର୍‌ସି।

ଏହି ଜିଲାଗୁଡ଼ିକ ମଧ୍ୟରେ ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ୱର, ଭଦ୍ରକ, ନୂଆପଡ଼ାରେ ଅବପାତଜନିତ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତି ନେଇ ଆଲୋଚନା କରିଛନ୍ତି।( ଦେବାଶିଷ ଦାଶ )