ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ତରଫରୁ କୁଇଜ୍ ପ୍ରତିଯୋଗିତା

ବେଗୁନିଆ (ଉପାନ୍ତ ଖବର ମାନସ ରଞ୍ଜନ କର)ସଦର ମହକୁମାସ୍ଥିତ ପି ଏମ ଶ୍ରୀ ଗୋପବନ୍ଧୁ ସରକାରୀ କଉଚ୍ଚ ବିଦ୍ୟାଳୟ ପରିସରରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଆନୁକୁଲ୍ୟରେ ବ୍ଲକ୍ ସ୍ତରୀୟବେଗୁନିଆ ସଦର ମହକୁମାସ୍ଥିତ ପି ଏମ ଶ୍ରୀ ଗୋପବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଆନୁକୁଲ୍ୟରେ ବ୍ଲକ୍ ସ୍ତରୀୟ ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟ କୁଇଜ୍ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା l ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆୟୋଜନରେ ବ୍ଲକ୍ ର ସମସ୍ତ ବିଦ୍ୟାଳୟରୁ ପ୍ରତିଯୋଗୀମାନେ ଆସି ଅଂଶଗ୍ରହଣ କରିଥିଲେ l ମଣ୍ଡଳ ସାଧନ କେନ୍ଦ୍ର ସଂଯୋଜକ କୈଳାଶ ଚନ୍ଦ୍ର ସେଠୀଙ୍କ ଅଧ୍ୟକ୍ଷତାରେ ଅତିଥି ଭାବେ ସମାଜସେବୀ ଅକ୍ଷୟ ରଥ, ପ୍ରଧାନ ଶିକ୍ଷକ ଗଣେଶ୍ୱର ମିଶ୍ର,ପରିଚାଳନା କମିଟି ଅଧକ୍ଷା ପୁଷ୍ପଲତା ସିଂହ, ପଞ୍ଚସଖା ଶିକ୍ଷା ସେତୁ ଅଧ୍ୟକ୍ଷ ମାୟାଧର ମାର୍ଥା, ପ୍ରଧାନ ଶିକ୍ଷକ ତଥା ବୋଲଗଡ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ସ୍ଵାଇଁ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ନଳିନୀ ପ୍ରଭା ଦେବୀ, ସି ଆର ସି ସି ସୂର୍ଯ୍ୟ ନାରାୟଣ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ବକ୍ତବ୍ୟ ପ୍ରଦାନ କରିଥିଲେ l ଶିକ୍ଷକ ଅଖିଳେଶ ମହାପାତ୍ର ପରିଚାଳନା କରିଥିବା ବେଳେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଗଣେଶ କୁମାର ସାହୁ ସ୍ୱାଗତ ଭାଷଣ ଓ ଧନ୍ୟବାଦ୍ ଅର୍ପଣ କରିଥିଲେ l ସମସ୍ତ ସି ଆର ସି ସି ମାନେ ସହଯୋଗ କରିଥିବା ବେଳେ ବ୍ଲକ୍ ର ୧୯୭ ଜଣ ଛାତ୍ର ଛାତ୍ରୀ ପ୍ରତିଯୋଗିତାରେ ଭାଗ ନେଇଥିଲେ l ସର୍ବ କନିଷ୍ଠ, କନିଷ୍ଠ ଓ ବରିଷ୍ଠ ବିଭାଗରୁ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ପିଲାମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ଓ ସମସ୍ତ ପ୍ରତିଯୋଗୀଙ୍କୁ ସୌଜନ୍ୟମୂଳକ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା l ସର୍ବ କନିଷ୍ଠ ରେ ଅନନ୍ୟା ପାତ୍ର, କନିଷ୍ଠ ସାଇସୁଧା ପ୍ରିୟଦର୍ଶିନୀ, ବରିଷ୍ଠ ଲଳିତା ପରିଡ଼ା ପ୍ରଥମ ସ୍ଥାନ ହାସଲ କରି ଜିଲ୍ଲାକୁ ଉତ୍ତୀର୍ଣ୍ଣ ହୋଇଛନ୍ତି ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟ କୁଇଜ୍ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା l ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆୟୋଜନରେ ବ୍ଲକ୍ ର ସମସ୍ତ ବିଦ୍ୟାଳୟରୁ ପ୍ରତିଯୋଗୀମାନେ ଆସି ଅଂଶଗ୍ରହଣ କରିଥିଲେ l ମଣ୍ଡଳ ସାଧନ କେନ୍ଦ୍ର ସଂଯୋଜକ କୈଳାଶ ଚନ୍ଦ୍ର ସେଠୀଙ୍କ ଅଧ୍ୟକ୍ଷତାରେ ଅତିଥି ଭାବେ ସମାଜସେବୀ ଅକ୍ଷୟ ରଥ, ପ୍ରଧାନ ଶିକ୍ଷକ ଗଣେଶ୍ୱର ମିଶ୍ର,ପରିଚାଳନା କମିଟି ଅଧକ୍ଷା ପୁଷ୍ପଲତା ସିଂହ, ପଞ୍ଚସଖା ଶିକ୍ଷା ସେତୁ ଅଧ୍ୟକ୍ଷ ମାୟାଧର ମାର୍ଥା, ପ୍ରଧାନ ଶିକ୍ଷକ ତଥା ବୋଲଗଡ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ସ୍ଵାଇଁ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ନଳିନୀ ପ୍ରଭା ଦେବୀ, ସି ଆର ସି ସି ସୂର୍ଯ୍ୟ ନାରାୟଣ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ବକ୍ତବ୍ୟ ପ୍ରଦାନ କରିଥିଲେ l ଶିକ୍ଷକ ଅଖିଳେଶ ମହାପାତ୍ର ପରିଚାଳନା କରିଥିବା ବେଳେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଗଣେଶ କୁମାର ସାହୁ ସ୍ୱାଗତ ଭାଷଣ ଓ ଧନ୍ୟବାଦ୍ ଅର୍ପଣ କରିଥିଲେ l ସମସ୍ତ ସି ଆର ସି ସି ମାନେ ସହଯୋଗ କରିଥିବା ବେଳେ ବ୍ଲକ୍ ର ୧୯୭ ଜଣ ଛାତ୍ର ଛାତ୍ରୀ ପ୍ରତିଯୋଗିତାରେ ଭାଗ ନେଇଥିଲେ l ସର୍ବ କନିଷ୍ଠ, କନିଷ୍ଠ ଓ ବରିଷ୍ଠ ବିଭାଗରୁ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ପିଲାମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ଓ ସମସ୍ତ ପ୍ରତିଯୋଗୀଙ୍କୁ ସୌଜନ୍ୟମୂଳକ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା l ସର୍ବ କନିଷ୍ଠ ରେ ଅନନ୍ୟା ପାତ୍ର, କନିଷ୍ଠ ସାଇସୁଧା ପ୍ରିୟଦର୍ଶିନୀ, ବରିଷ୍ଠ ଲଳିତା ପରିଡ଼ା ପ୍ରଥମ ସ୍ଥାନ ହାସଲ କରି ଜିଲ୍ଲାକୁ ଉତ୍ତୀର୍ଣ୍ଣ ହୋଇଛନ୍ତି
