April 1, 2025

Day: March 27, 2025

ବିଧାନସଭାରେ ଗୃହ ବିଭାଗର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ୍‍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ 

    ଭୁବନେଶ୍ୱର, (ରାଜାରାମ ଷଡ଼ଙ୍ଗୀ): ରାଜ୍ୟ ସରକାରଙ୍କ ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ବିଭାଗ ହେଉଛି ଗୃହ ବିଭାଗ । ଜନସାଧାରଣଙ୍କ ଧନଜୀବନ ସୁରକ୍ଷା ଓ ଆଇନ ଶୃଙ୍ଖଳା...