November 26, 2024

Day: September 27, 2024

ନବରଙ୍ଗପୁର ଜିଲ୍ଲା ସ୍ତରୀୟ ବିଶ୍ଵ ପର୍ଯ୍ୟଟନ ଦିବସ ପାଳିତ…….

  ନବରଙ୍ଗପୁର , (ଏମ୍.ଦିନା°ଶୁ ଆଚାରୀ) ଜିଲ୍ଲା ପର୍ଯ୍ୟଟନ ବିଭାଗ ତରଫରୁ ବିଶ୍ଵ ପର୍ଯ୍ୟଟନ ଦିବସ-୨୦୨୪ ଉପଲକ୍ଷେ ଜିଲ୍ଲା ସ୍ତରୀୟ କୁଇଜ୍ ପ୍ରତିଯୋଗିତା ଉଭୟ ବିଦ୍ୟାଳୟ ଓ...

ଜିଲ୍ଲା ସ୍ତରୀୟ ବିଶ୍ଵ ପର୍ଯ୍ୟଟନ ଦିବସ ପାଳିତ : ଛାତ୍ରଛାତ୍ରୀଙ୍କୁ ନେଇ ଆୟୋଜିତ ହେଲା କୁଇଜ ପ୍ରତିଯୋଗିତା

    ବରଗଡ଼ : ୨୭.୦୯(ଜୟନ୍ତ କୁମାର ସେଠ)ବିଶ୍ଵ ପର୍ଯ୍ୟଟନ ଦିବସ ଅବସରରେ ଜିଲ୍ଲା ପର୍ଯ୍ୟଟନ ବିଭାଗ ଦ୍ଵାରା ସ୍ଥାନୀୟ ସଂସ୍କୃତି ଭବନଠାରେ ଛାତ୍ରଛାତ୍ରୀଙ୍କୁ ନେଇ ଏକ...

ଦହିଗାଁ ଠାରେ କେନ୍ଦ୍ର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

    ପଦ୍ମପୁର.:- 27/09(ଜୟନ୍ତ କୁମାର ସେଠ) ପଦ୍ମପୁର ଉପଖଣ୍ଡ ଦହିଗାଁ ସ୍ଥିତ ଦହିଗାଁ ଉଚ୍ଚ ବିଦ୍ୟାଳୟରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ସୁରଭି 2024 ଅନୁଷ୍ଠିତ...

ସୁଭଦ୍ରା ଯୋଜନାରେ ଚାରି ପରିବାର ଠକାମୀର ଶିକାର..

ଭବାନିପାଟଣା(ଧୀରଜ ଆଚାର୍ଯ୍ୟ):ଭବାନୀପାଟଣା ବ୍ଲକ ଅନ୍ତର୍ଗତ ଯୁଗଶାଇପାଟଣା ପଞ୍ଚାୟତ ଅତ୍ୟନ୍ତ ଦୁର୍ଗମ ଓ ନିଘଞ୍ଚ ଜଙ୍ଗଲ ମଧ୍ୟରେ ଅବସ୍ଥିତ। ଏହି ଅଞ୍ଚଳଟି ଆଦିବାସୀ ବହୁଳ ଅଟେ। ଏହି ପଞ୍ଚାୟତର...

ସୋରଡ଼ା ବିଧାନସଭା ମଣ୍ଡଳୀ ବିକାଶମୂଳକ ବୈଠକ ; ଜଳ ସେଚନ ଏବଂ ମାଛ ଚାଷ ଉପରେ ଗୁରୁତ୍ୱ 

  ବେଲଗୁଣ୍ଠା,27/09, ବେଲଗୁଣ୍ଠା ପଂଚାୟତ ସମିତି ସଭାଗୃହ ପରିସରରେ ସୋରଡା ବିଧାନସଭା ନିର୍ବାଚନ ମଣ୍ଡଳୀ ବିକାଶ କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି I ବୈଠକରେ ସୋରଡ଼ା...

29 ତମ ଶ୍ରୀ ଶ୍ରୀ ଶ୍ରୀ ମାଁ ଗଜଲକ୍ଷ୍ମୀ ପୂଜା ଉତ୍ସବ, ନ୍ୟୁ କଲୋନୀ, ରାୟଗଡ଼ର ଶୁଭଖୁଣ୍ଟି ସ୍ଥପାନ l

  ରାୟଗଡା : ଆଜି ରାୟଗଡ଼ାର ନ୍ୟୁ ସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ମାଁ ଗଜଲକ୍ଷ୍ମୀ ପୂଜା କମିଟିର 29 ବର୍ଷର ପୂଜା ଆୟୋଜନ ନିମନ୍ତେ ଶୁଭ...

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ -2024

  ପଦ୍ମପୁର : 27/09(ଜୟନ୍ତ କୁମାର ସେଠ) ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଟାଲ ଠାରେ ମେଲଚ୍ଛାମୁଣ୍ଡା କ୍ଲଷ୍ଟର ସ୍ତରୀୟ ସୁରଭି...

ଏନ୍ଏସି କ୍ଲଷ୍ଟର ସ୍ତରୀୟ “ସୁରଭି” କାର୍ଯ୍ୟକ୍ରମ 

      ବୁଗୁଡ଼ା : ତା ୨୭/୦୮/୨୪ : ସ୍ଥାନୀୟ ପ୍ରକଳ୍ପ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏନ୍ଏସି କ୍ଲଷ୍ଟର ସ୍ତରୀୟ "ସୁରଭି" କାର୍ଯ୍ୟକ୍ରମ ଅନୁଷ୍ଠିତ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.