November 26, 2024

Day: September 27, 2024

ଜିଲ୍ଲା ସ୍ତରୀୟ ପୋଷଣ ମାସ ପାଳନ: କୁ-ପୋଷଣ ଦୂର ଉଦେଶ୍ୟରେ ସାମୁହିକ ସଚେତନତା ପାଇଁ ଆୟୋଜିତ ହେବ ବିଭିନ୍ନ କାର୍ଯ୍ୟକ୍ରମ

    ବରଗଡ : ୨୫.୦୯.୨୦୨୪(ଜୟନ୍ତ କୁମାର ସେଠ)ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ବୟନ ଶିଳ୍ପ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ସ୍ତରୀୟ ପୋଷଣ...

ଉମରକୋଟ ନିକଟସ୍ଥ ବେହେଡା ଠାରେ ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି-୨୦୨୪” ଅନୁଷ୍ଠିତ……..

ଉମରକୋଟ-:(ଏମ୍.ଦିନା°ଶୁ ଆଚାରୀ) ଉମରକୋଟ ବ୍ଲକ୍ ବେହେଡା ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆଜି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି-୨୦୨୪" ବଡ଼ ଧୁମଧାମ୍...

ଗଞ୍ଜାମ ସହର ପୋତାଗଡ ରେ ସ୍ଵଛତା ହିଁ ସେବା କାର୍ଯ୍ୟକ୍ରମ P

  ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ତରଫରୁ ସ୍ୱଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l. ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ରେ ଗଞ୍ଜାମ ଏନଏସି ଅଧକ୍ଷା ପ୍ରତିଭା...

ବାଲିକୁଦା ମହିଳା ଡିଗ୍ରୀ ମହାବିଦ୍ୟାଳୟ ରେ ଗାନ୍ଧୀ ଯୁବ ଶିବିର !!

ବାଲିକୁଦା ::- ଓଡିଶା ର ଅଗ୍ରଣୀ ସ୍ୱେଚ୍ଛାସେବୀ ତଥା ଗାନ୍ଧିବାଦୀ ଅନୁଷ୍ଠାନ ନିଆଳି ର ଗ୍ରାମୀଣ ସେବକ ସମାଜ ଟ୍ରଷ୍ଟ ତରଫରୁ ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକ...

ଆଜିର ରାଶିଫଳ..

  *✧═════•❁❀❁•═════✧* *🌷ମେଷ🌷👉: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.