March 7, 2026

ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳର ନୂତନ ଡିଆରଏମ ଭାବେ ୧୯୯୮ ବ୍ୟାଚର ଭାରତୀୟ ରେଳବାଇ ସେବାର ବରିଷ୍ଠ ଅଧିକାରୀ ଆଲୋକ ତ୍ରିପାଠୀ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି

IMG-20250728-WA0036
Share

ଖୋର୍ଦ୍ଧା — (ପ୍ରିୟଙ୍କା ମହାପାତ୍ର)ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳର ନୂତନ ଡିଆରଏମ ଭାବେ ୧୯୯୮ ବ୍ୟାଚର ଭାରତୀୟ ରେଳବାଇ ସେବାର ବରିଷ୍ଠ ଅଧିକାରୀ ଆଲୋକ ତ୍ରିପାଠୀ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ପୂର୍ବତନ ଡିଆରଏମ ଏଚ୍.ଏସ୍. ବାଜୱାଙ୍କ ଠାରୁ ଶ୍ରୀ ତ୍ରିପାଠି ଦାୟିତ୍ୱ ଗ୍ରହଣ କରିଛନ୍ତି। ରେଳମଣ୍ଡଳର ସମସ୍ତ ବିଭାଗର କର୍ମଚାରୀ ମାନେ ଶ୍ରୀ ତ୍ରିପାଠିଙ୍କୁ ପୁଷ୍ପ ଗୁଚ୍ଛ ଦେଇ ସ୍ୱାଗତ କରିଥିଲେ।