April 27, 2026

କଂଗ୍ରେସର ୧୪୦ତମ ପ୍ରତିଷ୍ଠା ଦିବସ ପାଳିତ 

IMG-20251228-WA0048
Share

 

ବୁଗୁଡ଼ା : ତା ୨୮/୧୨/୨୫ : ଦେଶର ସର୍ବପୂରାତନ ରାଜନୈତିକ ଦଳ କଂଗ୍ରେସର ୧୪୦ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ବୁଗୁଡା ବ୍ଲକ ଓ ନଗର କଂଗ୍ରେସ ପକ୍ଷରୁ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଜାନକୀ ବଲ୍ଲଭ ରାଉତ, ନଗର କଂଗ୍ରେସ ସଭାପତି ମାନସ ରଞ୍ଜନ ଦାଶ, ସୁବ୍ରତ କୁମାର ପଟ୍ଟନାୟକ, ବ୍ଲକ କଂଗ୍ରେସ ଶଙ୍କର୍ଷଣ ବେହେରା ପ୍ରମୁଖଙ୍କ ସମେତ କେତେକ ଦଳୀୟ କର୍ମୀ ଉପସ୍ଥିତ ରହି ଦଳର ସାଂଗଠନିକ ଅଭିବୃଦ୍ଧି ସମ୍ପର୍କେ ଆଲୋଚନା କରିଥିଲେ।