November 26, 2024

Day: August 29, 2024

ଓଡିଶା ସାମ୍ବାଦିକ ସଙ୍ଘ ରାଜ୍ୟ ସବ କମିଟି ମହିଳା ଆବାହିକା ବିଜୟଲକ୍ଷ୍ମୀ “ଆଶା ଇକବାଲ” ଜାତୀୟ ସମ୍ମାନରେ ସମ୍ମାନିତ 

    ଗଞ୍ଜାମ : ଓଡିଶା ସମ୍ବାଦିକ ସଙ୍ଘ ର ରାଜ୍ୟ ସବ କମିଟି ମହିଳା ଆବାହିକା ସୁଶ୍ରୀ ବିଜୟଲକ୍ଷ୍ମୀ ମହାଙ୍କୁଡ଼ "ଆଶା ଇକାବାଲ "ଜାତୀୟ ମହିଳା...

ବରଗଡ-ନୂଆପଡା ନୂତନ ରେଳପଥ ମଞ୍ଜୁରି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ବରଗଡବାସୀ

ରେଳପଥ ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ସୁବିଧା ଓ ସହଯୋଗ ଯୋଗାଇ ଦେବେ-ମୁଖ୍ୟମନ୍ତ୍ରୀ     ସମ୍ବଲପୁର,(ରାଜାରାମ...

ସୁସ୍ଥ, ନିରାମୟ ଜୀବନ ଯାପନ ପାଇଁ କ୍ରୀଡ଼ାକୁ ଦୈନନ୍ଦିନ ଜୀବନରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱlନ 

ଲାଜରୁସ୍ ବାର୍ଲାଙ୍କୁ ବିଜୁ ପଟ୍ଟନାୟକ ଲାଇଫ ଟାଇମ ଆଚିଭମେଣ୍ଟ ଆୱାର୍ଡ     ଭୁବନେଶ୍ଵର, (ରାଜାରାମ ଷଡ଼ଙ୍ଗୀ): ଆଜି ଲୋକସେବା ଭବନସ୍ଥିତ କନ୍‌ଭେନ୍‌ସନ୍‌ ହଲ୍‌ ଠାରେ ଜାତୀୟ...

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଶିଶୁ ନୂତନ ପ୍ରତିପାଳନ ଯତ୍ନ ନିୟମାବଳୀ ୨୦୨୪ ସମ୍ବନ୍ଧରେ ତାଲିମ କାର୍ଯ୍ୟକ୍ରମ

  ରାୟଗଡା ରାୟଗଡ଼ା ଜିଲ୍ଲା ପ୍ରଶାସନ ତରଫରୁ ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଶିଶୁ ଲାଳନପାଳନ ନିୟମାବଳୀ ୨୦୨୪ ସଂକ୍ରାନ୍ତରେ ଏକ ତାଲିମ କାର୍ଯ୍ୟକ୍ରମ...

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ୧୬ତମ ପ୍ରତିଷ୍ଠା ଦିବସ ପାଳିତ

ଖୁବଶୀଘ୍ର ଆଦିବାସୀ ପାଠାଗାର ଓ ସଂଗ୍ରହାଳୟ ପ୍ରତିଷ୍ଠା ହେବ: କୁଳପତି ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ)ର ୧୬ତମ ପ୍ରତିଷ୍ଠା ଦିବସ ଅଗଷ୍ଟ ୨୯ ତାରିଖରେ ଏହାର ମୁଖ୍ୟ...

ଉମରକୋଟ ପୌର ପରିଷଦ କୁ ଧରିଛି ଶନି ଦୋଷ।, ୫ବର୍ଷ ରେ ବଦଳିଲେଣି ୧୧ ଜଣ ନିର୍ବାହୀ ଅଧିକାରୀ……

  ଉମରକୋଟ :- (ଏମ୍ ଦିନା°ଶୁ ଆଚାରୀ) ନବରଙ୍ଗପୁର ଜିଲ୍ଲାର ଦ୍ଵିତୀୟ ବୃହତ୍ତମ ସହର ହେଉଛି ଉମରକୋଟ ସହର। ୧୯୬୩ମସିହା ରୁ ବିଜ୍ଞାପିତ ଅଞ୍ଚଳ ପରିଷଦ ଭାବେ...

ଉମରକୋଟ ସାପ୍ତାହିକ ହାଟ ର ଅବସ୍ଥା ସୁଧୁରିବ କେବେ?

    ଉମରକୋଟ:-୨୮/୦୮୨୦୨୪(ଏମ୍.ଦିନା°ଶୁ ଆଚାରୀ) ନବରଙ୍ଗପୁର ଭଳି ଆଦିବାସୀ ପ୍ରବଣ ଜିଲ୍ଲା ରେ ଗାଁ ଗହଳି ର ଲୋକ ହାଟ ବଜାର ଉପରେ ନିର୍ଭର କରିଥାନ୍ତି l...

ପୁରୀ ରେ ନିଖୋଜ ଉମରକୋଟ ର ଗଜେନ୍ଦ୍ର ୧୭ ଦିନ ପରେ ଘର କୁ ଫେରିଲେ ……

    ଉମରକୋଟ:-(ଏମ୍.ଦିନା°ଶୁ ଆଚାରୀ) ଦୀର୍ଘ ୧୭ ଦିନ ପରେ ପୁରୀ ରେ ନିଖୋଜ ହେଇ ଯାଇଥିବା ଜଗେନ୍ଦ୍ର ରାଉତ ଆଜି ନିଜ ଘର କୁ ଫେରିଛନ୍ତି।...

ସୁଭଦ୍ରାକୁ ନେଇ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ..

ପାରଳାଖେମୁଣ୍ଡି, ତା.୨୯.୦୮.୨୦୨୪   ମହିଳା ମାନଙ୍କର ଆର୍ଥିକ ସଶକ୍ତିକରଣ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଏକ ଯୁଗାନ୍ତକାରୀ ଯୋଜନା ହେଉଛି ‘ସୁଭଦ୍ରା’ । ଜିଲ୍ଲାରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀକୁ...

ଜିଲ୍ଲାସ୍ତରୀୟ ୨୧ ତମ ପ୍ରାଣୀ ଗଣନା ସମ୍ପର୍କୀୟ ପ୍ରଶିକ୍ଷଣ ଶିବିର ଉଦଯାପିତ

  ରାୟଗଡ଼ା ଜିଲ୍ଲା ପ୍ରାଣୀ ସମ୍ପଦ ବିକାଶ ବିଭାଗ ତରଫରୁ ୨୧ ତମ ପ୍ରାଣୀ ଗଣନା ସମ୍ପର୍କୀୟ ୨ ଦିନିଆ ପ୍ରଶିକ୍ଷଣ ଶିବିର ଜିଲ୍ଲା ପ୍ରଶିକ୍ଷଣ କକ୍ଷ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.