November 26, 2024

Day: September 29, 2024

ଭୂତ କୋଠୀ ପାଲଟିଛି ମହେନ୍ଦ୍ରଗଡ ରେଶମ ସୂତା କଟା ଓ ବଳା କେନ୍ଦ୍ର

  ମୋହନା---ଆଦିବାସୀ ଅଧ୍ୟୁଷିତ ଗଜପତି ଜିଲ୍ଲା ରେ ନାହିଁ କୌଣସି ଶିଳ୍ପ କେନ୍ଦ୍ର l ଫଳରେ କାମ ନପାଇ ଲୋକେ ପରିବାର ଚଳାଇବା ପାଇଁ କୁଲି ମଜୁରି...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ରେ ତୃତୀୟ ବାର୍ଷିକ ଗବେଷଣା ସମ୍ମିଳନୀ ଅନୁଷ୍ଠିତ

  ଉନ୍ନତ ଓ ମୂଲ୍ୟବୋଧ ଭିତ୍ତିକ ଗବେଷଣା ହିଁ ବିଶ୍ୱବିଦ୍ୟାଳୟର ପରିଚିତି କୁ ବିସ୍ତୃତ କରେ I ଏହି ମନ୍ତ୍ରରେ ଅଭିମନ୍ତ୍ରିତ ହୋଇ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ର...

ଛଟେଇ ଆଉଟସୋର୍ସିଙ୍ଗ ନର୍ସ ଓ ମେଡ଼ିକାଲ କର୍ମଚାରୀଙ୍କ ପୁନଃ ନିଯୁକ୍ତି ନହେଲେ ଆନ୍ଦୋଳନ ଜୋରଦାର ହେବ, ଅକ୍ଟୋବର ୪ ତାରିଖ ମଧ୍ୟରେ ଦାବୀ ପୂରଣ ନହେଲେ ଭୁବନେଶ୍ୱର ଚାଲ ଡାକରା ଦିଆଯିବ..

ଉଟସୋର୍ସିଙ୍ଗ ନର୍ସିଂ କର୍ମଚାରୀଙ୍କ ଭରସାରେ ସ୍ୱାସ୍ଥ୍ୟସେବା ଚାଲିଛି I କିନ୍ତୁ ସରକାର ଅର୍ଥାଭାବର ଆଳ ଦେଖାଇ ରାଜ୍ୟର ବିଭନ୍ନ ସ୍ଵାସ୍ଥ୍ୟକେନ୍ଦ୍ରରେ ବର୍ଷ ବର୍ଷ ଧରି ଆଉଟସୋର୍ସିଂ ଏଜେନ୍ସି...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀ:ସେବା ଓ ସୁରକ୍ଷା ସ୍ଲୋଗାନକୁ କାୟ ମନୋବାକ୍ୟରେ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

ଭୁବନେଶ୍ୱର,(ରାଜାରାମ ଷଡ଼ଙ୍ଗୀ):ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀରେ ସେବା ଓ ସୁରକ୍ଷା ସ୍ଲୋଗାନକୁ କାୟ ମନୋବାକ୍ୟରେ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାର...

ଆଇନ ଶୃଙ୍ଖଳା ପରିସ୍ଥିତି ଏକ ଆହ୍ୱାନ, ବିକଶିତ ଭାରତ ପାଇଁ ପରାମର୍ଶ 

  ଭୁବନେଶ୍ୱର,(ରାଜାରାମ ଷଡ଼ଙ୍ଗୀ):ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିବା ପରେ ଆଜିର ପ୍ରଥମ ଅଧିବେଶନରେ...

ଆଜିର ରାଶିଫଳ…

  *✧═════•❁❀❁•═════✧* *🌷ମେଷ🌷👉: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.