June 29, 2024

ଶ୍ରୀଜଗନ୍ନାଥ ସଂସ୍କୃତି ସଂକୀର୍ତନ ସେବା ପରିଷଦ ଓ ଗୋପବନ୍ଧୁ ଆୟୁର୍ବେଦିକ ମହାବିଦ୍ୟାଳୟ ଆନୁକୂଲ୍ୟରେ ଆଲୋଚନା ଚକ୍ର ଅନୁଷ୍ଠିତ ….

Share

ଆଜି ପୁରୀ ଗୋପବନ୍ଧୁ ଆୟୁର୍ବେଦିକ ମହାବିଦ୍ୟାଳୟ ପରିସରରେ ଶ୍ରୀଜଗନ୍ନାଥ ସଂସ୍କୃତି ସଂକୀର୍ତନ ସେବା ପରିଷଦ ଓ ଗୋପବନ୍ଧୁ ଆୟୁର୍ବେଦିକ ମହାବିଦ୍ୟାଳୟ ପୁରୀ ଆନୁକୂଲ୍ୟରେ ସଂକୀର୍ତନ ର ବିଜ୍ଞାନ ଭିତ୍ତିକ ଶରୀର, ମନ ଓ ଆତ୍ମା ଉପରେ ପ୍ରଭାବ କୁ ନେଇ ଏକ ବିଶାଳ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ରେ ଓଡ଼ିଶାର ବିଭିନ୍ନ ଅଞ୍ଚଳ ର ପ୍ରତିଷ୍ଠିତ ବ୍ୟକ୍ତିତ୍ୱ ମାନେ ଅତିଥିଭାବେ ଅଂଶଗ୍ରହଣ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ଓଡିଶାର ପ୍ରତ୍ୟେକ ଜିଲ୍ଲାରୁ ପଚାଶରୁ ଉର୍ଦ୍ଧ କୀର୍ତ୍ତନ ମଣ୍ଡଳୀ ଯୋଗଦାନ କରିଥିଲେ l
(ପୁରୀରୁ ରମେଶ ସାହୁଙ୍କ ରିପୋର୍ଟ)