ଓଡ଼ିଶା ବିଧାନସଭାର ଷ୍ଟାଣ୍ଡିଙ୍ଗ କମିଟିର ଚେନ୍ନାଇ ଗସ୍ତ: ଶିଳ୍ପ, ସ୍ୱାସ୍ଥ୍ୟ ଓ ନଗର ବିକାଶ ମଡେଲର ସମୀକ୍ଷା
ଚେନ୍ନାଇରେ ରହୁଥିବା ଗଜପତିର ଛାତ୍ରଛାତ୍ରୀ ଓ ଶ୍ରମିକଙ୍କ ସହ ଆଲୋଚନା କଲେ ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ପାରଳାଖେମୁଣ୍ଡି: ଓଡ଼ିଶା ବିଧାନସଭାର ବିଭାଗୀୟ ଷ୍ଟାଣ୍ଡିଙ୍ଗ କମିଟିର ସଦସ୍ୟମାନେ...
