November 26, 2024

Day: August 30, 2024

ନବରଙ୍ଗପୁର ଶ୍ରୀ ଶ୍ରୀ ଶ୍ରୀ ବସଭି କନିକା ମନ୍ଦୀର ରେ ଶ୍ରାବଣ ଶୁକ୍ରବାର ପୂଜା ଅନୁଷ୍ଠିତ………

  ନବରଙ୍ଗପୁର:-(ଏମ୍.ଦିନା°ଶୁ ଆଚାରୀ) ନବରଙ୍ଗପୁର ସହରରେ ଥିବା ଶ୍ରୀ ଶ୍ରୀ ଶ୍ରୀ ବାସଭି କନିକା ପରମେଶ୍ୱରୀ ମନ୍ଦିରରେ ଶ୍ରାବଣ ଶୁକ୍ରବାର ପୂଜା ପ୍ରତ୍ୟେକ ବର୍ଷ ଭଳି ଏ...

ବାଲିପଦର ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକ ସାଧାରଣ ଅଧିବେଶନ 

ବୁଗୁଡ଼ା :-ତା ୩୦/୦୮/୨୪ : ବାଲିପଦର ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚର ସାଧାରଣ ବାର୍ଷିକ ଅଧିବେଶନ ସ୍ଥାନୀୟ ବିଶ୍ବକର୍ମା ଭବନଠାରେ ନାଗରିକ ମଞ୍ଚର ସଭାପତି ବିପ୍ର ଚରଣ...

ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଦେହାନ୍ତ ..

ବୁଗୁଡା:ସ୍ଥାନୀୟ ବୀରଧନଞ୍ଜୟପୁର ଶାସନ ନିବାସୀ ଅବସରପ୍ରାପ୍ତ ସେନା କର୍ମଚାରୀ ଖଲି ହୋତା (୮୨)ଙ୍କ ମୃତ୍ୟୁରେ ଶୋକର ଛାୟା ଖେଳିଯାଇଛି। ସେ ଦୀର୍ଘଦିନ ହେଲା ଶାରୀରିକ ଅସୁସ୍ଥତା ଅନୁଭବ...

ପଦାର୍ଥ ବିଜ୍ଞାନ ଓ ରସାୟନ ବିଭାଗର ଆଲୋଚନା ଚକ୍ର ଓ ସ୍ୱାଗତ Destination ଉତ୍ସବ 

  ବେଲଗୁଣ୍ଠା, 30/08, କ୍ଷତ୍ରିୟବରପୁର ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ପଦାର୍ଥ ବିଜ୍ଞାନ ଓ ରସାୟନ ବିଭାଗର ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଡ ଗିରିଧର...

ଗୋବରା ସମ୍ବାଦ ସାହିତ୍ୟ ଘର ପକ୍ଷରୁ ବୃକ୍ଷରୋପଣ

    ବେଲଗୁଣ୍ଠା, 30/08, ସମ୍ବାଦ ସାହିତ୍ୟ ଘର ପ୍ରତିଷ୍ଠାତା ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଆଜି ବେଲଗୁଣ୍ଠା ବ୍ଳକ୍ ଗୋବରା ସମ୍ବାଦ ଘର ତରଫରୁ କ୍ଷତ୍ରିୟବରପୁର...

ଉତ୍କଳ ଚାମ୍ବର ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡ୍ ପକ୍ଷରୁ ଆଜି ଭୁବନେଶ୍ୱର ଠାରେ ଆୟୋଜିତ ଗ୍ଲୋବାଲ ଟ୍ରେଡ ସୋ ‘ରିସର୍ଜେଣ୍ଟ ଓଡ଼ିଶା ୨୦୨୪’ କାର୍ଯ୍ୟକ୍ରମ

  ଉତ୍କଳ ଚାମ୍ବର ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡ୍ ପକ୍ଷରୁ ଆଜି ଭୁବନେଶ୍ୱର ଠାରେ ଆୟୋଜିତ ଗ୍ଲୋବାଲ ଟ୍ରେଡ ସୋ 'ରିସର୍ଜେଣ୍ଟ ଓଡ଼ିଶା ୨୦୨୪' କାର୍ଯ୍ୟକ୍ରମରେ...

ରସାୟନ ବିଜ୍ଞାନ ବିଭାଗ ପକ୍ଷରୁ ନବାଗତଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କାର୍ଯ୍ୟକ୍ରମ 

ବୁଗୁଡ଼ା : ତା ୩୦/୦୮/୨୪ : ସ୍ଥାନୀୟ ପିପୁଲ୍ସ କଲେଜର ରସାୟନ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବପରିସରରେ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କାର୍ଯ୍ୟକ୍ରମ ଅନୁଷ୍ଠିତ...

ପୂର୍ବତନ ମୁଖ୍ଯମନ୍ତ୍ରୀ ସ୍ବର୍ଗତ ବିନାୟକ ଆଚାର୍ଯ୍ଯଙ୍କ 106 ତମ ଜୟନ୍ତୀ ପାଳନ..

ଗଞ୍ଜାମର ଅନ୍ଯତମ ବରପୁତ୍ର ,ଓଡ଼ିଶାର ପୂର୍ବତନ ମୁଖ୍ଯମନ୍ତ୍ରୀ ସ୍ବର୍ଗତ ବିନାୟକ ଆଚାର୍ଯ୍ଯଙ୍କ 106ତମ ଜୟନ୍ତା ଉତ୍ସବ ସ୍ଥାନୀୟ ଆସ୍କା ରୋଡ ସ୍ଥିତ ବିନାୟକ ଆଚାର୍ଯ୍ଯ ସ୍ମୃତି ପୌରପାଳିକା...

ଗଜପତି:- “ସୁଭଦ୍ରା” ଯୋଜନାକୁ ନେଇ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ମହିଳା ମାନଙ୍କର ଆର୍ଥିକ ସଶକ୍ତିକରଣ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଏକ ଯୁଗାନ୍ତକାରୀ ଯୋଜନା ହେଉଛି ‘ସୁଭଦ୍ରା’ । ଜିଲ୍ଲାରେ ସୁଭଦ୍ରା ଯୋଜନା ସଫଳତାର ସହ କାର୍ଯ୍ୟକାରୀକୁ ନେଇ...

ଭାରସାମ୍ୟ ହରାଇ ରାସ୍ତା କଢ଼ରେ ଓଲଟିଲା ଟ୍ରକ… 

ଅଡବା ଥାନା ଅନ୍ତର୍ଗତ ନଳାଘାଟ ନିକଟସ୍ଥ ବନ ବିଭାଗ ଚାରା ରୋପଣ କେନ୍ଦ୍ର ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଟ୍ରକ। ସୂଚନା ଯୋଗ୍ୟ ଟ୍ରକ ଟି ଖୋର୍ଦ୍ଧା...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.