April 15, 2025

ଉତ୍କଳ ଚାମ୍ବର ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡ୍ ପକ୍ଷରୁ ଆଜି ଭୁବନେଶ୍ୱର ଠାରେ ଆୟୋଜିତ ଗ୍ଲୋବାଲ ଟ୍ରେଡ ସୋ ‘ରିସର୍ଜେଣ୍ଟ ଓଡ଼ିଶା ୨୦୨୪’ କାର୍ଯ୍ୟକ୍ରମ

Share

  ଉତ୍କଳ ଚାମ୍ବର ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡ୍ ପକ୍ଷରୁ ଆଜି ଭୁବନେଶ୍ୱର ଠାରେ ଆୟୋଜିତ ଗ୍ଲୋବାଲ ଟ୍ରେଡ ସୋ ‘ରିସର୍ଜେଣ୍ଟ ଓଡ଼ିଶା ୨୦୨୪’ କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ,ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ମାନ୍ୟବର ଶିଳ୍ପମନ୍ତ୍ରୀ ଶ୍ରୀ ସମ୍ପଦ ସ୍ବାଇଁ ଯୋଗଦେଇ ଉଦ୍ୟୋଗୀ ମାନଙ୍କୁ ଓଡ଼ିଶାର ଶିଳ୍ପ ଓ MSME କ୍ଷେତ୍ରରେ ସାମିଲ ହୋଇ ରାଜ୍ୟର ଆର୍ଥିକ ଅଭିବୃଦ୍ଧିରେ ସହଭାଗିତା ବୃଦ୍ଧି କରିବାକୁ ଆହ୍ୱାନ କରିଛନ୍ତି l