November 26, 2024

Day: September 30, 2024

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

ବରଗଡ : ୩୦.୦୯(ଜୟନ୍ତ କୁମାର ସେଠ) ବରଗଡ଼ ଜିଲ୍ଲା ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ...

ମିଶନ ଶକ୍ତି ମା ମାନଙ୍କ ସରକାର କୁ ଚେତାବନୀ  

  ପଦ୍ମପୁର : (ଜୟନ୍ତ କୁମାର ସେଠ)ଗୋଟିଏ ବର୍ଷ ହେଲା ଦରମା ନ ପାଇବାରୁ ପଦ୍ମପୁର ମିଶନ ଶକ୍ତି କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ମିଶନ ଶକ୍ତି...

ରାୟଗଡ଼ ବ୍ଲକ ଅନ୍ତର୍ଗତ ମାଲବା ପଂଚାୟତ ସମ୍ମିଳନୀ କକ୍ଷ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣୀ ମାଲବା ଅନୁଷ୍ଠିତ..

    ପାରଳାଖେମୁଣ୍ଡି;୩୦/୯(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ମର୍ଲାବା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ...

ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ଙ୍କ ରାୟଗଡା ଜ଼ିଲ୍ଲା ଗସ୍ତ 

  ରାୟଗଡା : ଭାରତୀୟ ଜନତା ପାର୍ଟି ର କୃଷକ ମୋର୍ଚ୍ଚା ର ରାଜ୍ୟ ସଭାପତି ମହେଶ୍ୱର ମହାନ୍ତି ରାୟଗଡା ଜ଼ିଲ୍ଲା ଗସ୍ତ ସମୟ ରେ ଅମ୍ବାଦଳା,...

ମୁନସିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ରୋଗୀ କଲ୍ୟାଣ ସମିତି ବୈଠକ ରେ ଛତ୍ରପୁର ବିଧାୟକ ଙ୍କ ଯୋଗଦାନ 

    ଛତ୍ରପୁର -୩୦/୯/୨୪(ଅରୁଣ କୁମାର ପଣ୍ଡା )ଛତ୍ରପୁର ବ୍ଲକ ଅଧୂନ ରେ ଥ‌ିବା ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଠାରେ ଆଜି ରୋଗୀ କଲ୍ୟାଣ ସମିତି...

ରେଳଓ୍ବେ ଟିକଟ କାଉଣ୍ଟର ସମ୍ମୁଖରେ କିନ୍ନର ଓ ମହିଳା ଦୁର୍ବୁତଙ୍କ ଆତଙ୍କରାଜ..

ଭୁବନେଶ୍ଵର, ତା ୩୦/୦୯. ଭୁବନେଶ୍ଵର ରେଳଓ୍ବେ ଷ୍ଟେସନ କୁ ଟିକଟ କାଉଣ୍ଟର ରୁ ବାହରକୁ ବାହାରିବା ସମୟରେ ଧକ୍କା ମାରି ଜୋରଜବରଦସ୍ତ ୬୫୦ ଟଙ୍କାରୁ ଉର୍ଦ୍ଧ୍ବ ଲୁଟି...

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।..

  ପାରଳାଖେମଣ୍ଡି, ତା. ୩୦.୦୯.୨୦୨୪   ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ମର୍ଲାବା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ...

ଶ୍ରମିକ ବିରୋଧି ୪ ଶ୍ରମ ସଂହିତାକୁ ବାତିଲ କରିବା ଦାବୀରେ ଆଇଏଫଟିୟୁ ଡାକରାରେ ପ୍ରତିବାଦ ଓ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବୀପତ୍ର ପ୍ରଦାନ..

କେନ୍ଦ୍ର ସରକାରଙ୍କ ସ୍ଵଛ ଭାରତ ଯୋଜନା ଅନ୍ତର୍ଗତ ସ୍ୱଚ୍ଛସାଥି ଓ ସୁପରଭାଇଜରଙ୍କୁ ସର୍ବନିମ୍ନ ମଜୁରୀ ପ୍ରଦାନ ଦାବୀ*   *ଦେଶରେ ସର୍ବନିମ୍ନ ମଜୁରି ମାସିକ ୨୬,୦୦୦ ଟଙ୍କା...

ସରକାରୀ ଏସଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ପ୍ରକଳ୍ପ ଆଧାରିତ ଶିକ୍ଷାଦାନ ପ୍ରଶିକ୍ଷଣ ଶୁଭ ଉଦଘାଟନ..

  ପାରଳାଖେମୁଣ୍ଡି,ତା.୩୦.୦୯.୨୦୨୪   ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍ ଅନ୍ତର୍ଗତ ସରକାରୀ ଏସଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ପ୍ରକଳ୍ପ ଆଧାରିତ ଶିକ୍ଷାଦାନ ପ୍ରଶିକ୍ଷଣ ଶିବିରକୁ ଜିଲ୍ଲାପାଳ...

ଗୁଣପୁର ଉପଖଣ୍ଡ ସଦର ମହକୁମା ଠାରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ..

ଗୁଣପୁର -(ସୁରେନ୍ଦ୍ର ମହାନ୍ତି )୩୦/୦୯/୨୦୨୪ ତାରିଖ ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଗୁଣପୁର ସଦର ମହକୁମାସ୍ଥିତ ଉପ ଜିଲ୍ଲାପାଳଙ୍କ ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.