ଗଜପତି:- ସେଞ୍ଚୁରିଆନ୍ ବିଶ୍ୱବିଦ୍ୟାଳୟରେ ଓଡିଶା ସାର୍ବଜନୀନ ସେବା ଅଧିକାର ଆଇନ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ
ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହର ଉପକଣ୍ଠରେ ଥିବା ସେଞ୍ଚୁରିଅନ୍ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ୍ ମ୍ୟାନେଜମେଣ୍ଟ (ସି:ୟୁ:ଟି:ଏମ:) ର ଏନ:ଏସ:ଏସ: ବ୍ୟୁରୋ ଆନୁକୁଲ୍ୟରେ ବିଶ୍ୱବିଦ୍ୟାଳୟ ଅଡିଟୋରିୟମ...
